• About Us
  • Contact Us
Monday, August 17, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଲୋକସେବା ଭବନ ଯିବାକୁ ସାମ୍ବାଦିକଙ୍କୁ ମିଳିଲା ଅନୁମତି

by Voice of Victims
December 31, 2024
in ମୁଖ୍ୟ ଖବର, ରାଜ୍ୟ
ଲୋକସେବା ଭବନ ଯିବାକୁ ସାମ୍ବାଦିକଙ୍କୁ ମିଳିଲା ଅନୁମତି

ଭୁବନେଶ୍ୱର: ଏଣିକି ସାମ୍ବାଦିକଙ୍କୁ ମିଳିଲା ଅନୁମତି, ଯାଇପାରିବେ ଲୋକସେବା ଭବନ । ପୂର୍ବ ସରକାର କୋଭିଡ୍‌ ଆଳ ଦେଖାଇ ଲୋକସେବା ଭବନ ଭିତରକୁ ସାମ୍ବାଦିକଙ୍କୁ ଯିବାକୁ ବାରଣ କରିଥିଲେ। କୋଭିଡ କଟକଣା ଉଠିଲା, ମାତ୍ର ଲୋକସେବା ଭବନ ଭିତରକୁ ପ୍ରବେଶ ପାଇଁ ସାମ୍ବାଦିକଙ୍କୁ ଅନୁମତି ଦେଇ ନଥିଲେ ପୂର୍ବ ସରକାର। ବର୍ତ୍ତମାନ ଭାଜପା ସରକାର ପ୍ରଥମ ଥର ଓ ଶାସନ କ୍ଷମତାକୁ ଆସିବା ପରେ ଲୋକସେବା ଭବନ ଭିତରକୁ ପ୍ରବେଶ ପାଇଁ ସାମ୍ବାଦିକଙ୍କୁ ଅନୁମତି ଦେଇଛନ୍ତି। ଏ ନେଇ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଗତ ୨୬ ତାରିଖରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଉଭୟ ସ୍ବୀକୃତିପ୍ରାପ୍ତ ଓ ଅଣସ୍ବୀକୃତିପ୍ରାପ୍ତ ସାମ୍ବାଦିକଙ୍କୁ ପ୍ରବେଶ ଅନୁମତି ଦିଆଯାଇଛି।

Post Views: 62
Share198Tweet124Send
Voice of Victims

Voice of Victims

Recent Posts

  • ରଣପୁରରେ ଭବ୍ୟ ଭାବେ ପାଳିତ ୮୦ତମ ପବିତ୍ର ସ୍ୱାଧୀନତା ଦିବସ
  • ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ
  • ସିକ୍କିମରେ ବିଶାଳ ଭୂସ୍ଖଳନ, ଖସୁଛି ପାହାଡ଼, ବିପଦରେ ୧୫୦ ଲୋକ
  • ପଶ୍ଚିମବଙ୍ଗର ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ମୃତ୍ୟୁ, ଟିଏମସି କାର୍ଯ୍ୟାଳୟରୁ ମୃତଦେହ ଉଦ୍ଧାର
  • ବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ, ୩ ଦିନ ଭିଜିବ ଓଡ଼ିଶା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In