• About Us
  • Contact Us
Monday, April 13, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ରାୟଗଡ଼ା ରେଳ ଡିଭିଜନ ଭବନର ଶିଳାନ୍ୟାସ କଲେ ମୋଦୀ

by Voice of Victims
January 6, 2025
in ମୁଖ୍ୟ ଖବର, ରାଜ୍ୟ
ରାୟଗଡ଼ା ରେଳ ଡିଭିଜନ ଭବନର ଶିଳାନ୍ୟାସ କଲେ ମୋଦୀ

ଭୁବନେଶ୍ବର : ରାୟଗଡ଼ା​‌ ରେଳ ଡିଭିଜନ ଭବନର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସୋମବାର ଦିଲ୍ଲୀରୁ ଭିଡିଓ କନଫରେନ୍ସ ଜରିଆରେ ପ୍ରଧାନମନ୍ତ୍ରୀ ଏହାର ଶିଳାନ୍ୟାସ କରିଛନ୍ତି। ଏହା ସହିତ ଏହି ଅବସରରେ ମୋଦୀ ଏକାଧିକ ରେଳ ପ୍ରକଳ୍ପର ମଧ୍ୟ ଉଦଘାଟନ କରିଛନ୍ତି। କାର୍ୟ୍ୟକ୍ରମରେ ନୂଆ ଜାମ୍ମୁ ରେଲୱେ ଡିଭିଜନର ଉଦଘାଟନ କରିଛନ୍ତି ମୋଦୀ। ସେହିପରି ତେଲଙ୍ଗାନା ଚାର୍ଲପାଲି ଟର୍ମିନାଲ ଷ୍ଟେସନକୁ ବି ପ୍ରଧାନମନ୍ତ୍ରୀ ଉଦଘାଟନ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଏହି ରେଳ ପ୍ରକଳ୍ପ ଦ୍ବାରା ଦେଶର ପ୍ରଗତି ଏକ ନୂଆ ଉଚ୍ଚତାରେ ପହଞ୍ଚିବ। ଦେଶବ୍ୟାପୀ ବିଭିନ୍ନ ରାଜ୍ୟରେ ନୂଆ ନୂଆ ରେଳ ପ୍ରକଳ୍ପ କାର୍ୟ୍ୟ ଜାରି ରହିଛି। ଏଥିପାଇଁ ୭୦ ହଜାର କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ରାୟଗଡ଼ାରେ ରେଳମଣ୍ଡଳ ସ୍ଥାପନ ଦ୍ବାରା ଜନସାଧାରଣ ବହୁମାତ୍ରାରେ ଉପକୃତ ହେବେ। ଏହି ଭିତ୍ତିଭୂମି ଜନସାଧାରଣଙ୍କ ଲାଗି ବରଦାନ ସାବ୍ୟସ୍ତ ହେବ। ଦେଶରେ ଆଧୁନିକ ଭିତ୍ତିଭୂମି ନିର୍ମାଣ​ରେ ମହାଯଜ୍ଞ ଚାଲିଛି ବୋଲି ମୋଦୀ କହିଛନ୍ତି।

Post Views: 41
Share198Tweet124Send
Voice of Victims

Voice of Victims

Recent Posts

  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ଟିଏମସିରେ ଯୋଗଦେଇଛନ୍ତି ସୁଭାଷ ଚନ୍ଦ୍ର ବୋଷଙ୍କ ନାତି ଚନ୍ଦ୍ର ବୋଷ
  • ଅସହ୍ୟ ତାତିରେ ସିଝୁଛି ଓଡ଼ିଶା, ଆହୁରି ୪ରୁ ୬ ଡିଗ୍ରୀ ବଢ଼ିବ ତାତି
  • ଆଜି ରାଜଧାନୀ ପାଳୁଛି ପ୍ରତିଷ୍ଠା ଦିବସ, ସଜେଇ ହୋଇଛି ରାଜଧାନୀ
  • ଭକ୍ତ ଓ ଭଗବାନଙ୍କ ମିଳନର ପର୍ବ ଚଡ଼କ ଯାତ୍ରା; ଆଜି ନୀଳ ପର୍ବ ଓ କାମିନା ବିବାହ ଅନୁଷ୍ଠିତ
  • ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ, ସଙ୍ଗୀତ ଜଗତରେ ଗୋଟିଏ ଯୁଗର ଅବସାନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In