• About Us
  • Contact Us
Tuesday, April 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ମମତାଙ୍କ ଆଳୁ ଝଟକା: ଓଡ଼ିଶାକୁ ଯୋଗାଣ ବନ୍ଦ

by Voice of Victims
January 7, 2025
in ମୁଖ୍ୟ ଖବର, ରାଜ୍ୟ
ମମତାଙ୍କ ଆଳୁ ଝଟକା: ଓଡ଼ିଶାକୁ ଯୋଗାଣ ବନ୍ଦ

ଭୁବନେଶ୍ବର: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣିଥରେ ଓଡିଶାକୁ ଆଳୁ ଯୋଗାଣ ବନ୍ଦ କରିଛନ୍ତି। ଫଳରେ ରାଜ୍ୟରେ ଆଳୁ ଦର ପୁଣିଥରେ ବୃଦ୍ଧି ପାଇଛି। ଗତ ୪ଦିନ ହେଲା ପଶ୍ଚିମବଙ୍ଗ ସରକାର ସୀମାନ୍ତରେ ଓଡ଼ିଶାକୁ ଆଳୁ ଗାଡ଼ି ଛାଡୁ ନଥିବାରୁ ରାଜ୍ୟ ମଧ୍ୟକୁ ପର୍ଯ୍ୟାପ୍ତ ଆଳୁ ଆସିପାରୁ ନାହିଁ। ଉତ୍ତର ପ୍ରଦେଶରୁ ଆଳୁ ଆସୁଥିଲେ ମଧ୍ୟ ସେଠାରୁ ଆଳୁ ପହଞ୍ଚିବାରେ ବିଳମ୍ବ ହେବା ସହ ପରିବହନ ଖର୍ଚ୍ଚ ଅଧିକ ଦେବାକୁ ପଡୁଛି। ଏହି କାରଣରୁ କିଛିଦିନର ବ୍ୟବଧାନ ପରେ ଆଳୁ ଦର ପୁଣି ବୃଦ୍ଧି ପାଇଛି। ବେପାରୀ ମନଇଛା ଚଢ଼ା ଦରରେ ଆଳୁ ବିକ୍ରି କରୁଛନ୍ତି।

Post Views: 47
Share199Tweet124Send
Voice of Victims

Voice of Victims

Recent Posts

  • ବିମାନ ଯାତ୍ରୀଙ୍କୁ ବଡ଼ ଝଟକା, ଭଡ଼ା ବଢାଇଲା ଏୟାର ଇଣ୍ଡିଆ
  • ଖୁବଶୀଘ୍ର ଝାରସୁଗୁଡ଼ାରୁ ଆରମ୍ଭ ହେବ ଏୟାର କାର୍ଗୋ ସେବା , ସିଧାସଳଖ ଦେଶବିଦେଶକୁ ପଠାଯିବ ସାମଗ୍ରୀ
  • ପ୍ରବାସୀ ଶ୍ରମିକଙ୍କ ପାଇଁ ବଢ଼ିଲା ସୁବିଧା, ଏଣିକି କୋଟାରେ ମିଳିବ ଗ୍ୟାସ୍ ସିଲିଣ୍ଡର
  • ନୂତନ କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ
  • ବଜ୍ରପାତର କହର: ଛେଳି ଚରାଉଥିବା ବେଳେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ପାଇଁ ଦାବି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In