• About Us
  • Contact Us
Tuesday, April 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଓଡ଼ିଶା ପ୍ରଦର୍ଶନୀ କକ୍ଷ ବୁଲି ଦେଖିଲେ ପ୍ରଧାନମନ୍ତ୍ରୀ

by Voice of Victims
January 10, 2025
in ମୁଖ୍ୟ ଖବର, ରାଜ୍ୟ
ଓଡ଼ିଶା ପ୍ରଦର୍ଶନୀ କକ୍ଷ ବୁଲି ଦେଖିଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଆୟୋଜିତ ହେଉଛି ୧୮ ତମ ପ୍ରବାସୀ ଭାରତୀୟ ଦିବସ।  ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱର ଜନତା ମଇଦାନ ଠାରେ ଅନୁଷ୍ଠିତ ହେଉଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ଯୋଗଦେଇ ଉପସ୍ଥିତ ସମସ୍ତ ପ୍ରବାସୀ ଭାରତୀୟ ଅତିଥି ଏବଂ ଜନସାଧାରଣଙ୍କୁ ସମ୍ବୋଧିତ କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ପ୍ରଦର୍ଶନୀ କକ୍ଷ ବୁଲି ଦେଖିଥିଲେ। ପ୍ରଦର୍ଶନୀ କକ୍ଷରେ ପ୍ରାଚୀନ ଓଡ଼ିଶା ଇତିହାସ ଠାରୁ ଆରମ୍ଭ କରି ଆଧୁନିକ ଓଡ଼ିଶା ଇତିହାସ, ପାଇକ ବିଦ୍ରୋହ ଠାରୁ ନେଇ ଓଡ଼ିଶାକୁ ସ୍ୱତନ୍ତ୍ର ପ୍ରଦେଶର ମାନ୍ୟତା ମିଳିବାର ଗୌରବମୟ ଯାତ୍ରାକୁ ଖୁବ ସୁନ୍ଦର ଭାବେ ପ୍ରଦର୍ଶିତ କରାଯାଇଛି। ଓଡ଼ିଶାର କଳା,ଭାସ୍କର୍ଯ୍ୟ,ସାହିତ୍ୟ ଓ ସଂସ୍କୃତିର ଝଲକ ପ୍ରଦର୍ଶନୀ କକ୍ଷରେ ଦେଖିବାକୁ ମିଳୁଛି।

Post Views: 59
Share198Tweet124Send
Voice of Victims

Voice of Victims

Recent Posts

  • ବିମାନ ଯାତ୍ରୀଙ୍କୁ ବଡ଼ ଝଟକା, ଭଡ଼ା ବଢାଇଲା ଏୟାର ଇଣ୍ଡିଆ
  • ଖୁବଶୀଘ୍ର ଝାରସୁଗୁଡ଼ାରୁ ଆରମ୍ଭ ହେବ ଏୟାର କାର୍ଗୋ ସେବା , ସିଧାସଳଖ ଦେଶବିଦେଶକୁ ପଠାଯିବ ସାମଗ୍ରୀ
  • ପ୍ରବାସୀ ଶ୍ରମିକଙ୍କ ପାଇଁ ବଢ଼ିଲା ସୁବିଧା, ଏଣିକି କୋଟାରେ ମିଳିବ ଗ୍ୟାସ୍ ସିଲିଣ୍ଡର
  • ନୂତନ କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ
  • ବଜ୍ରପାତର କହର: ଛେଳି ଚରାଉଥିବା ବେଳେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ପାଇଁ ଦାବି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In