• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ଜରୁରୀ କାଳୀନ ପରିସ୍ଥିତିରେ ବନ୍ଦୀ ହୋଇଥିବା ସଂଗ୍ରାମୀଙ୍କୁ ମିଳିବ ପେନସନ

by Voice of Victims
January 13, 2025
in ମୁଖ୍ୟ ଖବର, ରାଜ୍ୟ
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ଜରୁରୀ କାଳୀନ ପରିସ୍ଥିତିରେ ବନ୍ଦୀ ହୋଇଥିବା ସଂଗ୍ରାମୀଙ୍କୁ ମିଳିବ ପେନସନ

ଭୁବନେଶ୍ବର: ଓଡିଶା ସରକାରଙ୍କ ପକ୍ଷରୁ ଦେଶର ଜରୁରୀ କାଳୀନ ପରିସ୍ଥିତିରେ ମିସା, ଡିଆଇଆର ଏବଂ ଡିଆଇଏସଆଇଆର ଆଇନରେ ବିଭିନ୍ନ ଜେଲରେ ବନ୍ଦୀଥିବା ସଂଗ୍ରାମୀ ମାନଙ୍କୁ ମାସକୁ 20 ହଜାର ଟଙ୍କାର ପେନସନ ମିଳିବ । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପୂର୍ବରୁ ଏ ବିଷୟରେ ଘୋଷଣା କରିଥିଲେ। ଆଜ ଏ ସଂପର୍କରେ ଗୃହ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି । ପେନସନ ସହିତ ସମସ୍ତ ସଂଗ୍ରାମୀ ମାନଙ୍କ ମେଡିକାଲ ଖର୍ଚ୍ଚ ମଧ୍ୟ ରାଜ୍ୟ ସରକାର ବହନ କରିବେ ।୧ ଜାନୁଆରୀ ୨୦୨୫ ସୁଦ୍ଧା ଜୀବିତ ଥିବା ସବୁ ସଂଗ୍ରାମୀ ଏହି ପେନସନ ଓ ଚିକିତ୍ସା ସୁବିଧା ପାଇବେ। ସୂଚନା ଯୋଗ୍ୟ ଯେ 25 ଜୁନ୍ 1975 ମସିହାରୁ 21 ମାର୍ଚ୍ଚ 1977 ମସିହା ପର୍ଯ୍ୟନ୍ତ ଦେଶର ଜରୁରୀ କାଳୀନ ପରିସ୍ଥିତିକୁ ବିରୋଧ କରି ଅନେକ ସଂଗ୍ରାମୀ ଦେଶର ବିଭିନ୍ନ ଜେଲରେ ବନ୍ଦୀ ହୋଇଥିଲେ

Post Views: 51
Tags: Chief Minister's announcement
Share198Tweet124Send
Voice of Victims

Voice of Victims

Recent Posts

  • ରାଜସ୍ଥାନରେ ହନିମୁନ୍ ମର୍ଡର ୨.୦, ସ୍ବାମୀକୁ ମାରିବାକୁ ପତ୍ନୀ ରଚିଥିଲା ଭୟଙ୍କର ଷଡ଼ଯନ୍ତ୍ର
  • ୭ଟି ଜିଲ୍ଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର, ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ
  • ବଡ଼ ଦୁର୍ଘଟଣାରୁ ଟଳିଲା, ଚେନ୍ନାଇ ସେଣ୍ଟ୍ରାଲ ଏକ୍ସପ୍ରେସ୍ ଲାଇନଚ୍ୟୁତ
  • ଆଜିଠୁ ନକ୍ସଲମୁକ୍ତ ହେଲା କୋରାପୁଟ ଜିଲ୍ଲା, ଦକ୍ଷିଣପଶ୍ଚିମାଞ୍ଚଳ ଡିଆଇଜି କନୱର ବିଶାଳ ସିଂହଙ୍କ ସୂଚନା
  • SIR କୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି, ପଶ୍ଚିମବଙ୍ଗ ସହିତ ଅନ୍ୟାୟ ହେଉଛି ବୋଲି କହିଲେ ମମତା ବାନାର୍ଜୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In