• About Us
  • Contact Us
Tuesday, April 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଏଣିକି ମଧ୍ୟାହ୍ନ ଭୋଜନରେ ଛାତ୍ରଛାତ୍ରୀଙ୍କୁ ମିଳିବ କ୍ଷୀର

by Voice of Victims
January 14, 2025
in ମୁଖ୍ୟ ଖବର, ରାଜ୍ୟ
ଏଣିକି ମଧ୍ୟାହ୍ନ ଭୋଜନରେ ଛାତ୍ରଛାତ୍ରୀଙ୍କୁ ମିଳିବ କ୍ଷୀର

ଭୁବନେଶ୍ୱର : ସ୍କୁଲ ପିଲାମାନଙ୍କୁ ଅଧିକ ପୋଷଣ ଯୋଗାଇଦେବା ପାଇଁ ରାଜ୍ୟ ସରକାର ଏକ ନୂଆ ପ୍ରୟାସ ଆରମ୍ଭ କରିବାକୁ ଯାଉଛନ୍ତି । ଖୁବଶୀଘ୍ର ସ୍କୁଲ ମଧ୍ୟାହ୍ନ ଭୋଜନରେ ପିଲାମାନଙ୍କୁ ଖାଦ୍ୟ ସହ କ୍ଷୀର ମିଳିବ। ଛାତ୍ରଛାତ୍ରୀଙ୍କୁ ୨୦୦ ML ଭିଟାମିନ A ଓ D ଯୁକ୍ତ କ୍ଷୀର ଦେବାକୁ ଯୋଜନା କରୁଛନ୍ତି ସରକାର । ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ସୂଚନା । ରାଷ୍ଟ୍ରୀୟ ପଶୁଧନ ଗୋକୁଳ ଯୋଜନାରେ ଦୁଗ୍ଧ ଉତ୍ପାଦନ ସଶକ୍ତ କରାଯିବ । ଗୋକୁଳ ଯୋଜନାରେ ୩୦୦୦ ଗାଈ ଦେବାର ବ୍ୟବସ୍ଥା କାଲି କରାଯାଇଛି । ଏହା ମଧ୍ୟ କହିଛନ୍ତି ଅର୍ଥନୈତିକ ବିକାଶ ଅର୍ଥନୈତିକକୁ ସୁଧାର କରିବା ପାଇଁ ସରକାର ପଦକ୍ଷେପ ନେଇଛନ୍ତି । ଏହା ଦ୍ୱାରା ଓଡିଶାରେ ବିକାଶ ହେବ ଗ୍ରାମାଞ୍ଚଳର ବିକାଶ ହେବ । ଗିଫ୍ଟ milk ମାଧ୍ୟମରେ ୨୯ଟି ସ୍କୁଲରେ ୧୧୮୪ପିଲାଙ୍କୁ ୨୦୦ ଗ୍ରାମର କ୍ଷୀର ଦେବାର କାଲି ଶୁଭାରମ୍ଭ ହୋଇଛି । ଏହି ଯୋଜନାରେ ପିଲା ମାନଙ୍କ ପୋଷଣରେ ଭିଟାମିନ ରହିବା ପାଇଁ ଏପରି ଅନେକ ବ୍ୟବସ୍ଥା କରାଯିବ ବୋଲି ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ କହିଛନ୍ତି ।

Post Views: 34
Share198Tweet124Send
Voice of Victims

Voice of Victims

Recent Posts

  • ନୂତନ କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ
  • ବଜ୍ରପାତର କହର: ଛେଳି ଚରାଉଥିବା ବେଳେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ପାଇଁ ଦାବି
  • ତେହେରାନ ଉପରେ ଏୟାରଷ୍ଟ୍ରାଇକ, ୧୩ ମୃତ
  • ଶ୍ରମିକ ଓ ଛାତ୍ରଛାତ୍ରୀ କିଣି ପାରିବେ ୫ କେଜି ଗ୍ୟାସ, ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ
  • ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭଙ୍ଗା ହେବା ସହ ସୁନା ଗହଣା ଲୁଟ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In