• About Us
  • Contact Us
Tuesday, April 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଜାନୁଆରୀ ଶେଷ ସୁଦ୍ଧା ମିଳିବ ସୁଭଦ୍ରାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା : ଉପମୁଖ୍ୟମନ୍ତ୍ରୀ

by Voice of Victims
January 17, 2025
in ମୁଖ୍ୟ ଖବର, ରାଜ୍ୟ
ଜାନୁଆରୀ ଶେଷ ସୁଦ୍ଧା ମିଳିବ ସୁଭଦ୍ରାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା : ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସୁଭଦ୍ରା ଯୋଜନାକୁ ନେଇ ବଡ଼ ଘୋଷଣା । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ବଡ଼ ଅପଡେଟ ଦେଇଛନ୍ତି । ଚଳିତ ମାସ ଶେଷ ସୁଦ୍ଧା ମିଳିବ ସୁଭଦ୍ରାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ । ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବା ପରେ ମଧ୍ୟ କେୱାଇସି ଅପଡେଟ କଲେ କିମ୍ଭା ଅପ୍ଟ ଇନ କଲେ ଯୋଜନାରେ ସାମିଲ ହୋଇ ପାରିବେ ହିତାଧିକାରୀ । କେହି ବି ଜଣେ ଯୋଗ୍ୟ ହିତାଧିକାରୀଙ୍କୁ ବାଦ ଦିଆଯିବନି ବୋଲି ପ୍ରଭାତୀ ପରିଡା କହିଛନ୍ତି । ଏହା ମଧ୍ୟ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅପଟ୍ ଆଉଟ ହୋଇଥିବା ୧୭ ହଜାର ମହିଳା ପୁଣିଥରେ ସୁଭଦ୍ରାରେ ମିଶିଛନ୍ତି । ସମୁଦାୟ ୩୧ ହଜାର ଅପଟ ଆଉଟ୍ ହୋଇଥିଲେ । ବର୍ତ୍ତମାନ୧୭ ହଜାର ପୁନଃ ସାମଲ ହୋଇଛନ୍ତି । ବାକି ୧୪ ହଜାର ମହିଳା ଅପଟ୍ ଇନ୍ କରିନପାରନ୍ତି ବୋଲି ସେ କହିଛନ୍ତି । ସେମାନେ ଆୟକର ବର୍ଗର ହୋଇଥାଇପାରନ୍ତି । ବର୍ତ୍ତମାନ ସୁଦ୍ଧା ୨ ଲକ୍ଷ ମହିଳା କେଓ୍ବାଇସି ଅପଡେଟ୍ କରିନାହାନ୍ତି । ଚତୁର୍ଥ ପର୍ଯ୍ୟାୟ ପୂର୍ବରୁ କେଓ୍ବାଇସି ଅପଡେଟ୍ କରିବା ପାଇଁ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ।

Post Views: 40
Share197Tweet123Send
Voice of Victims

Voice of Victims

Recent Posts

  • ନୂତନ କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ
  • ବଜ୍ରପାତର କହର: ଛେଳି ଚରାଉଥିବା ବେଳେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ପାଇଁ ଦାବି
  • ତେହେରାନ ଉପରେ ଏୟାରଷ୍ଟ୍ରାଇକ, ୧୩ ମୃତ
  • ଶ୍ରମିକ ଓ ଛାତ୍ରଛାତ୍ରୀ କିଣି ପାରିବେ ୫ କେଜି ଗ୍ୟାସ, ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ
  • ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭଙ୍ଗା ହେବା ସହ ସୁନା ଗହଣା ଲୁଟ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In