• About Us
  • Contact Us
Friday, May 8, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ନୂଆବର୍ଷରେ ଭୟଙ୍କର ଦୁର୍ଘଟଣା, ବସଟ୍ରକ ମୁହାଁମୁହିଁ, ୩ ମୃତ ୪୦ ରୁ ଅଧିକ ଆହତ

by Voice of Victims
January 2, 2024
in ମୁଖ୍ୟ ଖବର
ନୂଆବର୍ଷରେ ଭୟଙ୍କର ଦୁର୍ଘଟଣା, ବସଟ୍ରକ ମୁହାଁମୁହିଁ, ୩ ମୃତ ୪୦ ରୁ ଅଧିକ ଆହତ

ଭୁବନେଶ୍ବର: ନୂଆବର୍ଷ ସକାଳୁ ସକାଳୁ ଘଟିଛି ଏକ ଭୟଙ୍କର ସଡକ ଦୁର୍ଘଟଣା। ଏହା କଟକ-ଚାନ୍ଦବାଲି ରାସ୍ତାରେ ଘଟିଛି। ଘଟଣାରୁ ଜଣାପଡିଛି ଯେ, ନିଶ୍ଚିତକୋଇଲିର କଟରପଡା କଳା ପୋଲ ନିକଟରେ ଦଶ ଚକିଆ ଟ୍ରକ ଓ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୦ଜଣରୁ ଅଧିକ ଆହତ ହୋଇଛନ୍ତି । ପ୍ରତ୍ୟେକ୍ଷଦର୍ଶୀଙ୍କ କହିବା ଅନୁସାରେ ଚାନ୍ଦବାଲିରୁ ଆସୁଥିବା ମନୋରମା ବସ୍ ଓ କଟକ ଆଡୁ ଯାଉଥିବା ଦଶ ଚକିଆ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। । ଘନ କୁହୁଡି ଯୋଗୁଁ ଏହି ଦୁର୍ଘଟଣା ହୋଇଛି ବୋଲି ଜଣାପଡିଛି। ବସରେ ମୋଟ ୬୦ ଜଣ ଯାତ୍ରୀ ଥିବା ବେଳେ ୪୦ଜଣରୁ ଅଧିକ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨୦ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ଏହି ଦୁର୍ଘଟଣାରେ ପରେ ସ୍ଥାନୀୟ ଲୋକେ ପୋଲିସ ଏବଂ ଅଗ୍ନିଶମ କର୍ମଚାରୀମାନେ ବସ୍ ଭିତରେ ଥିବା ଲୋକଙ୍କୁ ଉଦ୍ଧାର କରିଥିଲେ। ତେବେ ସେମାନଙ୍କ ମଧ୍ୟରୁ ୪ ଜଣ ଫଶି ରହିଥିବାରୁ ସେମାନଙ୍କୁ ଗ୍ୟାସ୍ କଟର ଜରିଆରେ ବସକୁ କାଟି ବାହାର କରିଛନ୍ତି। ସମସ୍ତ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗୁରୁତରଙ୍କୁ କଟକ ମେଡିକାଲକୁ ଅଣାଯାଇଛି।

Post Views: 257
Tags: bus truck collidedTerrible accident in New Year
Share198Tweet124Send
Voice of Victims

Voice of Victims

Recent Posts

  • ବେଙ୍ଗଲରେ ପରାଜୟ ପରେ ମମତାଙ୍କୁ ଭେଟିଲେ ଅଖିଳେଶ, ବଢାଇଲେ ମନୋବଳ
  • ବିଜେପି ସରକାର ଓଡ଼ିଶା ପାଇଁ ବଡ଼ ବୋଝ କହିଲେ ନବୀନ
  • ଶେଷ ହେଲା ତାମିଲନାଡୁ ସସ୍ପେନ୍ସ!: ‘ବିଜୟ’ ସରକାର ପାଇଁ ସବୁଜ ସଙ୍କେତ ଦେଲେ ରାଜ୍ୟପାଳ
  • ନାବାଳକଙ୍କୁ ଥାନାରେ ଅଟକ ମାମଲାରେ ଭଦ୍ରକ ଏସ୍‌ପିଙ୍କୁ ହାଜର ନିର୍ଦେଶ ଦେଲେ ହାଇ କୋର୍ଟ
  • ଆଜିବି ବର୍ଷିବ, ପୂରା ଓଡ଼ିଶାକୁ ଜାରି ହୋଇଛି ୟେଲୋ ଆଲର୍ଟ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In