• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ରାମମନ୍ଦିର ପ୍ରତିଷ୍ଠା ପାଇଁ ଶ୍ରୀକ୍ଷେତ୍ରକୁ ଆସିଲା ନିମନ୍ତ୍ରଣ

by Voice of Victims
January 2, 2024
in ଦେଶ ବିଦେଶ, ମୁଖ୍ୟ ଖବର, ରାଜ୍ୟ
ରାମମନ୍ଦିର ପ୍ରତିଷ୍ଠା ପାଇଁ ଶ୍ରୀକ୍ଷେତ୍ରକୁ ଆସିଲା ନିମନ୍ତ୍ରଣ

ଭୁବନେଶ୍ବର: ଜାନୁଆରୀ ୨୨ ତାରିଖରେ ପ୍ରାଣ ପ୍ରତିଷ୍ଠା କରାଯିବ। ନିମନ୍ତ୍ରଣ ପତ୍ର ସହିତ ଶ୍ରୀଜଗନ୍ନାଥଙ୍କ ପାଖକୁ ଆସିଛି ଗୁଆ, ନଡ଼ିଆ, ପାନ, ପଇତା ଓ ବସ୍ତ୍ର।  ପ୍ରାଣ ପ୍ରତିଷ୍ଠା ଉତ୍ସବରେ ସାମିଲ୍‌ ହେବା ପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ସେବକ ଛତିଶା ନିଯୋଗ ନାୟକଙ୍କ ପାଖକୁ ମଧ୍ୟ ଆସିଛି ନିମନ୍ତ୍ରଣ। ପୌଷ ମାସ ଦ୍ୱାଦଶୀ ତିଥିରେ ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଙ୍କ ଜନ୍ମ ସ୍ଥାନରେ ଶ୍ରୀରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହ ସମ୍ପନ୍ନ କରାଯିବ। ସେଥିପାଇଁ ଆଜି ଅଯୋଧ୍ୟାରୁ ଶ୍ରୀକ୍ଷେତ୍ରକୁ ଆସିଛି ନିମନ୍ତ୍ରଣ ପତ୍ର। ମହୋତ୍ସବରେ ମଠ ମହନ୍ତ ଓ ସେବାୟତଙ୍କୁ ଆମନ୍ତ୍ରଣ କରାଯାଇଛି। ଚିଠି ପାଇବା ପରେ ମଠ ମହନ୍ତ ଓ ସେବାୟତଙ୍କ ମଧ୍ୟରେ ଆନନ୍ଦର ଲହରୀ ଖେଳି ଯାଇଛି। ଜାନୁଆରୀ ୨୨ ତାରିଖରେ ପ୍ରାଣ ପ୍ରତିଷ୍ଠା କରାଯିବ। ନିମନ୍ତ୍ରଣ ପତ୍ର ସହିତ ଶ୍ରୀଜଗନ୍ନାଥଙ୍କ ପାଖକୁ ଆସିଛି ଗୁଆ, ନଡ଼ିଆ, ପାନ, ପଇତା ଓ ବସ୍ତ୍ର।  ପ୍ରାଣ ପ୍ରତିଷ୍ଠା ଉତ୍ସବରେ ସାମିଲ୍‌ ହେବା ପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ସେବକ ଛତିଶା ନିଯୋଗ ନାୟକଙ୍କ ପାଖକୁ ମଧ୍ୟ ଆସିଛି ନିମନ୍ତ୍ରଣ। ୨୨ ତାରିଖରେ ହେବାକୁ ଥିବା ସମାରୋହରେ ଯୋଗଦେବା ପାଇଁ ଅନୁରୋଧ କରାଯାଇଛି।

Post Views: 78
Share198Tweet124Send
Voice of Victims

Voice of Victims

Recent Posts

  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ
  • ସିଭିଲ୍ ସର୍ଭିସେସ୍ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ବଦଳିଲା UPSC ନିୟମ
  • ରାଜସ୍ଥାନରେ ହନିମୁନ୍ ମର୍ଡର ୨.୦, ସ୍ବାମୀକୁ ମାରିବାକୁ ପତ୍ନୀ ରଚିଥିଲା ଭୟଙ୍କର ଷଡ଼ଯନ୍ତ୍ର

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In