• About Us
  • Contact Us
Sunday, May 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ସୂର୍ଯ୍ୟମନ୍ଦିର କାରୁକାର୍ଯ୍ୟରେ ବିମୋହିତ ସିଙ୍ଗାପୁର ରାଷ୍ଟ୍ରପତି

by Voice of Victims
January 18, 2025
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ସୂର୍ଯ୍ୟମନ୍ଦିର କାରୁକାର୍ଯ୍ୟରେ ବିମୋହିତ ସିଙ୍ଗାପୁର ରାଷ୍ଟ୍ରପତି

ଭୁବନେଶ୍ବର: ଶନିବାର ପୂର୍ବାହ୍ଣରେ କୋଣାର୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ କଲେ ସିଙ୍ଗାପୁର ରାଷ୍ଟ୍ରପତି ଥର୍ମମନ ଶାନମୁଗରତ୍ନମ୍‌। ପୂର୍ବାହ୍ନ ୧୧.୦୫ ମିନିଟ୍‌ରେ କୋଣାର୍କ ସୂର୍ଯ୍ୟମନ୍ଦିର ବ୍ୟାଖ୍ୟାନ କେନ୍ଦ୍ର ସମ୍ମୁଖରେ ପହଞ୍ôଚଥିଲେ। ସେଠାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଶକ୍ତି ବିଭାଗ ପ୍ରମୁଖ ସଚିବ ବିଶାଳ ଦେବ, ପର୍ଯ୍ୟଟନ ସଚିବ ବଲୱନ୍ତ ସିଂ, ପର୍ଯ୍ୟଟନ ନିର୍ଦ୍ଦେଶକ ସମର୍ଥ ବର୍ମା, ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ, ଏସ୍‌ପି ବିନୀତ ଅଗ୍ରୱାଲ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରି ପାରମ୍ପରିକ ଲୋକକଳା ଓ ଗୋଟିପୁଅ ନୃତ୍ୟ ମାଧ୍ୟମରେ ରାଷ୍ଟ୍ରପତିଙ୍କୁ ପାଛୋଟି ନେଇଥିଲେ। ପ୍ରଥମେ ଆଇଓସିଏଲ୍‌ର ବାଖ୍ୟାନ କେନ୍ଦ୍ର ପରିଦର୍ଶନ କରିସାରି ପରେ ସିଙ୍ଗାପୁର ରାଷ୍ଟ୍ରପତି ସ୍ୱତନ୍ତ୍ର ବ୍ୟାଟେରୀ ଚାଳିତ ଗାଡ଼ି ଦ୍ୱାରା କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନରେ ଯାଇ ବୁଲି ଦେଖିଥିଲେ। କୋଣାର୍କ ସୂର୍ଯ୍ୟମନ୍ଦିରରେ ପଥରରେ ଖୋଦିତ ସୂକ୍ଷ୍ମ କାରୁକାର୍ଯ୍ୟ ଦେଖି ବିମୋହିତ ହୋଇଥିଲେ। ରାଷ୍ଟ୍ରପତିଙ୍କ ପରିଦର୍ଶନ ସମୟରେ ସିଙ୍ଗାପୁର ଆମ୍ବାସୀ ଉପସ୍ଥିତ ଥିଲେ।

Post Views: 110
Share198Tweet124Send
Voice of Victims

Voice of Victims

Recent Posts

  • ବାଲିଅନ୍ତା ଭିଡ଼ ହିଂସା ଘଟଣା; ଅତ୍ୟନ୍ତ କ୍ଷବ୍ଧ ମୁଖ୍ୟମନ୍ତ୍ରୀ ଦେଲେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ
  • ଆସନ୍ତା ୧୧ରୁ ପୁଣି ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତି ମଣତି କାର୍ଯ୍ୟ
  • ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଜୟ, ସମାରୋହରେ ରାହୁଲ ଗାନ୍ଧୀ ସାମିଲ
  • ଓଡ଼ିଶାକୁ ଘାରିଲା ବାତ୍ୟା ଭୟ ! ୧୧ରେ ଲଘୁଚାପ ସମ୍ଭାବନା, ୧୩ ତାରିଖ ସୁଦ୍ଧା ସ୍ପଷ୍ଟ ହେବ ଚିତ୍ର
  • ‘ନବୀନ ନିବାସ’ ସାମ୍ନାରୁ ହଟିବ ବ୍ୟାରିକେଡ୍‌ ! ହାଇକୋର୍ଟଙ୍କ ଅସନ୍ତୋଷ ପରେ ତତ୍ପର ପୂର୍ତ୍ତ ବିଭାଗ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In