• About Us
  • Contact Us
Monday, April 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଛତିଶଗଡ଼ ଜଙ୍ଗଲରେ ମାଓବାଦୀ ଓ ପୋଲିସ ମଧ୍ୟରେ ଗୁଳିବିନିମୟ

by Voice of Victims
January 24, 2025
in ମୁଖ୍ୟ ଖବର, ରାଜ୍ୟ
ଛତିଶଗଡ଼ ଜଙ୍ଗଲରେ ମାଓବାଦୀ ଓ ପୋଲିସ ମଧ୍ୟରେ ଗୁଳିବିନିମୟ

ଭୁବନେଶ୍ଵର: ଛତିଶଗଡ଼ ଜଙ୍ଗଲରେ ମାଓ ଏନ୍‌କାଉଣ୍ଟର ପରେ ଆଜି କଳାହାଣ୍ଡି ଜିଲ୍ଲାରେ ପହଂଚିଛନ୍ତି ପୋଲିସ ଡିଜି ୟୋଗେସ ବାହାଦୁର ଖୁରାନିଆ। ପୋଲିସ ଡିଜି ଆଜି କଳାହାଣ୍ଡି ଜିଲ୍ଲା ପହଞ୍ଚିବା ପରେ ସ୍ଥାନୀୟ ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ କରିଥିଲେ। ଏହି ବୈଠକରେ ପୋଲିସ ବିଭାଗ ର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ। ପୋଲିସ ଡିଜି ଏସଓଜି ଯବାନଙ୍କୁ ମଧ୍ୟ ଭେଟି ବିଭିନ୍ନ ବିଷୟ ରେ ଆଲୋଚନା କରିଛନ୍ତି। ଗରିଆବନ୍ଧ ଅଞ୍ଚଳର ଏନ୍‌କାଉଣ୍ଟରରେ ୧୪ ଜଣ ମାଓବାଦୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ମାଓବାଦୀଙ୍କ ସଂଖ୍ୟା ବୃଦ୍ଧି ପାଇପାରେ ବୋଲି ଜଣା ପଡିଛି। ଗୁଇନ୍ଦା ସୂଚନା ଆଧାରରେ ଗତ ୧୯ ତାରିଖରୁ ମିଳିତ ଓଡିଶା ପୋଲିସ ଓ ଛତିଶଗଡ଼ ପୁଲିସ ଅପରେସନ୍ ଆରମ୍ଭ କରିଥିଲେ ସୁରକ୍ଷାକର୍ମୀ ଯାହା ଫଳରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ସୀମାରେ ଓଡ଼ିଶା ଏସଓଜି ସମେତ ଛତିଶଗଡ଼ ସିଆରପିଏଫ୍, ଯବାନ ମାନେ ଅପରେସନ ଜାରି ରଖିଛନ୍ତି ବୋଲି ୟୋଗେସ ବାହାଦୁର ଖୁରାନିଆ ପ୍ରକାଶ କରିଛନ୍ତି।

Post Views: 51
Share198Tweet124Send
Voice of Victims

Voice of Victims

Recent Posts

  • ନୂତନ କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ
  • ବଜ୍ରପାତର କହର: ଛେଳି ଚରାଉଥିବା ବେଳେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ପାଇଁ ଦାବି
  • ତେହେରାନ ଉପରେ ଏୟାରଷ୍ଟ୍ରାଇକ, ୧୩ ମୃତ
  • ଶ୍ରମିକ ଓ ଛାତ୍ରଛାତ୍ରୀ କିଣି ପାରିବେ ୫ କେଜି ଗ୍ୟାସ, ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ
  • ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭଙ୍ଗା ହେବା ସହ ସୁନା ଗହଣା ଲୁଟ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In