• About Us
  • Contact Us
Monday, April 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ମହିଳାମାନଙ୍କ ପାଇଁ ହେବ ଇଣ୍ଡଷ୍ଟ୍ରିଆଲ ପାର୍କ

by Voice of Victims
January 29, 2025
in ମୁଖ୍ୟ ଖବର, ରାଜ୍ୟ
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ମହିଳାମାନଙ୍କ ପାଇଁ ହେବ ଇଣ୍ଡଷ୍ଟ୍ରିଆଲ ପାର୍କ

ଭୁବନେଶ୍ୱର: ଆଜି ହେଉଛି ଉକ୍ରର୍ଷ ଓଡ଼ିଶାର ଦ୍ୱିତୀୟ ଦିନ । ଆଉ ଦ୍ୱିତୀୟ ଦିନରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି । ତାହା ହେଉଛି ରାଜ୍ୟରେ ମହିଳାମାନଙ୍କ ପାଇଁ ଇଣ୍ଡଷ୍ଟ୍ରିଆଲ ପାର୍କ ନିର୍ମାଣ କରାଯିବ । ଏହାଛଡ଼ା ଇପିକଲରେ ମହିଳା ନିବେଶକଙ୍କ ପାଇଁ ସ୍ୱତନ୍ତ୍ର ସେଲ ଖୋଲିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ବୁଧବାର ଉତ୍କର୍ଷ ଓଡ଼ିଶା ସମ୍ମିଳନୀର ଦ୍ୱିତୀୟ ବା ଶେଷ ଦିନ । ଦ୍ଵିତୀୟ ଦିନରେ ଆଉ ୩୦ ଟି ଏମଓୟୁ କରିବେ ରାଜ୍ୟ ସରକାର ଓ  ରାଜ୍ୟ ସରକାର ୧୦୦ ରୁ ଅଧିକ ଏମଓୟୁ ଲକ୍ଷ୍ୟ ରଖିଥିବା ବେଳେ ସେ ଲକ୍ଷ୍ୟ ଠାରୁ ଅଧିକ ହେବ ବୋଲି କହିଛନ୍ତି ଶିଳ୍ପ ସଚିବ । ଆଜି ୩୦ଟି ଏମଓୟୁ ସ୍ୱାକ୍ଷରିତ ହେବ ବୋଲି ଶିଳ୍ପ ସଚିବ ହେମନ୍ତ ଶର୍ମା କହିଛନ୍ତି ।ଉତ୍କର୍ଷ ଓଡ଼ିଶା ସମ୍ମିଳନୀର ଦ୍ୱିତୀୟରେ ୧୦ଟି ସେସନ୍‌ ରହିଛି । ଯେଉଁଥିରେ ମହିଳା ଉଦ୍ୟୋଗୀ ଉପରେ ସ୍ୱତନ୍ତ୍ର ସେସନ୍‌ ହେବ । ‘ସୁଭଦ୍ରା’ରୁ ମୁଦ୍ରାକୁ ନେଇ ଏକ ପୂର୍ଣ୍ଣାଙ୍ଗ ଅଧିବେସନ ହେବ । ଶେଷ ଦିନରେ ସ୍କିଲ୍‌ ଇନ୍‌ ହେଲ୍ଥ ସେକ୍ଟର୍‌ ଏବଂ ଫାର୍ମା ସେକ୍ଟର ନିବେଶ ସୁଯୋଗ ଉପରେ ମଧ୍ୟ ଆଲୋଚନା କରାଯିବ ।  ମଙ୍ଗଳବାର ଭୁବନେଶ୍ଵର ଜନତା ମଇଦାନରେ ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭ୍-୨୦୨୫ ଉଦଘାଟିତ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ। 

Post Views: 49
Share198Tweet124Send
Voice of Victims

Voice of Victims

Recent Posts

  • ନୂତନ କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ
  • ବଜ୍ରପାତର କହର: ଛେଳି ଚରାଉଥିବା ବେଳେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ପାଇଁ ଦାବି
  • ତେହେରାନ ଉପରେ ଏୟାରଷ୍ଟ୍ରାଇକ, ୧୩ ମୃତ
  • ଶ୍ରମିକ ଓ ଛାତ୍ରଛାତ୍ରୀ କିଣି ପାରିବେ ୫ କେଜି ଗ୍ୟାସ, ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ
  • ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭଙ୍ଗା ହେବା ସହ ସୁନା ଗହଣା ଲୁଟ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In