• About Us
  • Contact Us
Monday, April 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଭିଜିଲାନ୍ସ ଜାଲରେ ଆଉ ଜଣେ ଅଧିକାରୀ

by Voice of Victims
January 30, 2025
in ମୁଖ୍ୟ ଖବର, ରାଜ୍ୟ
ଭିଜିଲାନ୍ସ ଜାଲରେ ଆଉ ଜଣେ ଅଧିକାରୀ

ଭୁବେନଶ୍ବର: ସୁନ୍ଦରଗଡ଼ ବଣାଇର ଆଇଟିଡିଏରେ ଥିବା ପ୍ରକଳ୍ପ ଅଧିକାରୀ ଶ୍ରୀ ବିଶ୍ୱଦର୍ଶୀ ସାହୁଙ୍କୁ ଘରେ ଭିଜିଲାନ୍ସ ଚଢ଼ାଉ । ଓଡ଼ିଶାର ୭ଟି ସ୍ଥାନରେ ଭିଜିଲାନ୍ସ ଗୁରୁବାର ଏହି ଚଢ଼ାଉ କରିଥିବା ଜଣାପଡ଼ିଛି । ସ୍ୱତନ୍ତ୍ର ଜଜ୍‌ଙ୍କ ଅନୁମତିରେ ଏହି ଚଢ଼ାଉ କରାଯାଇଥିଲା । ଚଢ଼ାଉରେ ଓଡ଼ିଶା ଭିଜିଲାନ୍ସ ଅଧିକୀରଙ୍କ ସମେତ ଜଣେ ଅତିରିକ୍ତ ଏସ୍‌ପି, ୧୦ ଜଣ ଇନସପେକ୍ଟର ଓ ଅନ୍ୟ ଅଧିକାରୀ ମଧ୍ୟ ସାମିଲ ଥିଲେ । ସୁନ୍ଦରଗଡ଼ରର ବଣାଇ, ଭୁବନେଶ୍ୱର, ବାଲେଶ୍ୱର, ଯାଜପୁର ଆଦି ୭ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ କରିଥିଲା ।  ଶ୍ରୀ ସାହୁଙ୍କର ଭୁବନେଶ୍ୱରର ଓଲ୍ଡ ଟାଉନର ଶ୍ରୀରାମ ନଗରରେ ଥିବା ଦୁଇ ମହଲା କୋଠା, ଲକ୍ଷ୍ମୀନଗରର ଭଗବାନଟାୱାର ଓ ଖାରବେଳନଗରେ ଏକ ଫ୍ଲାଟ୍, ବାଲେଶ୍ୱର ଏସ୍‌ଏନ୍‌ ରୋଡ୍‌ରେ ଥିବା ସୁକୁମାର ନାୟକ ଆପାର୍ଟମେଣ୍ଟରେ ଏକ ଫ୍ଲାଟ୍, ଯାଜପୁର ଟାଉନରେ ଥିବା ତାଙ୍କ ସମ୍ପର୍କୀୟଙ୍କ ଘରେ ଓ ସୁନ୍ଦରଗଡ଼ ବଣାଇସ୍ଥିତ ତାଙ୍କ ସରକାରୀ ଅଫିସ୍ ଓ ସରକାରୀ ଘରେ ଭିିଜିଲାନ୍ସ ଚଢ଼ାଉ କରିଥିବା ଜଣାପଡ଼ିଛି । 

Post Views: 40
Share197Tweet123Send
Voice of Victims

Voice of Victims

Recent Posts

  • ବଜ୍ରପାତର କହର: ଛେଳି ଚରାଉଥିବା ବେଳେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ପାଇଁ ଦାବି
  • ତେହେରାନ ଉପରେ ଏୟାରଷ୍ଟ୍ରାଇକ, ୧୩ ମୃତ
  • ଶ୍ରମିକ ଓ ଛାତ୍ରଛାତ୍ରୀ କିଣି ପାରିବେ ୫ କେଜି ଗ୍ୟାସ, ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ
  • ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭଙ୍ଗା ହେବା ସହ ସୁନା ଗହଣା ଲୁଟ
  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In