• About Us
  • Contact Us
Thursday, August 13, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

୩ ମାଓବାଦୀଙ୍କ ଆତ୍ମସମର୍ପଣ

by Voice of Victims
January 30, 2025
in ମୁଖ୍ୟ ଖବର, ରାଜ୍ୟ
୩ ମାଓବାଦୀଙ୍କ ଆତ୍ମସମର୍ପଣ

ଭୁବନେଶ୍ବର: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେଓ୍ବାଡା ଜିଲାରେ ୩ ଲକ୍ଷ ଟଙ୍କାର ପୁରସ୍କାର ଘୋଷିତ ୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ବର୍ତ୍ତମାନ ଛତିଶଗଡ଼ ପୋଲିସ ଦ୍ୱାରା ଚାଲିଥିବା ଘରକୁ ଫେରିଆସ ଅଭିଯାନରେ ଅନୁପ୍ରାଣୀତ ହୋଇ ଏହି ତିନି ମାଓବାଦୀ ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ଆତ୍ମସମର୍ପଣକାରୀଙ୍କ ମଧ୍ୟରୁ ୨ ଲକ୍ଷ ଟଙ୍କାର ପୁରସ୍କାର ଘୋଷିତ ତେଲନାର ଏଲ୍‌.ଓ.ଏସ୍‌ ସଦସ୍ୟା ରାମବତୀ କୁଞ୍ଜାମ, ଦରଭା ଡିଭିଜନ ସଦସ୍ୟ ୧ ଲକ୍ଷ ଇନାମୀ ମାସେ ମାଡବି, ଓ ଜନତାନା ସରକାର ଅଧ୍ୟକ୍ଷ ଦେବା ଓରଫ ନରେଶ ଆତ୍ମସମର୍ପଣ କରିଛନ୍ତି। ଏହି ତିନିଜଣଙ୍କୁ ଛତିଶଗଡ଼ ପୋଲିସ ତରଫରୁ ୨୫ ହଜାର ଟଙ୍କା ଲେଖାଏ ଚେକ୍‌ ପ୍ରଦାନ କରାଯିବା ସହ ସମସ୍ତ ପ୍ରକାର ସୁବିଧା ସୁଯୋଗ ଯୋଗାଇ ଦିଆଯିବ ଏବଂ ପ୍ରତିମାସରେ ୧୦ ହଜାର ଟଙ୍କା ସହାୟତା ରାଶି ମଧ୍ୟ ପ୍ରଦାନ କରାଯିବ। 

Post Views: 156
Share202Tweet127Send
Voice of Victims

Voice of Victims

Recent Posts

  • ଓଡ଼ିଶାର ସ୍ୱାସ୍ଥ୍ୟସେବା ଭିତ୍ତିଭୂମି ଉନ୍ନତିକରଣ ଲାଗି ୩.୧୦ କୋଟି ଯୋଗାଇ ଦେଲେ ଅଶ୍ୱିନୀ ବୈଷ୍ଣବ
  • ଦିଲ୍ଲୀରେ ଖୁବ୍ ଶୀଘ୍ର ‘ଜନ୍ତର ମନ୍ତର ସିଜିନ୍ ୨’!
  • ରେମୁଣାରେ “ତ୍ରୀରଙ୍ଗା ପଦଯାତ୍ରା” ଅନୁଷ୍ଠିତ
  • ଟାଟା ସନ୍ସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଏନ୍. ଚନ୍ଦ୍ରଶେଖର, ୨୦୨୭ ରେ ସରିବ କାର୍ଯ୍ୟକାଳ
  • “ମୁଁ ସମସ୍ତ ପ୍ରଶ୍ନର ଉତ୍ତର ଦେବି”: ବିରୋଧୀଙ୍କ ହଟ୍ଟଗୋଳ ଉପରେ ଅମିତ ଶାହଙ୍କ ପ୍ରଥମ ପ୍ରତିକ୍ରିୟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In