• About Us
  • Contact Us
Monday, April 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଗିରଫ ହେଲେ କୁବେର ଆଇଟିଡିଏ ଅଧିକାରୀ, ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଧରିଲା ଭିଜିଲାନ୍ସ

by Voice of Victims
January 31, 2025
in ମୁଖ୍ୟ ଖବର, ରାଜ୍ୟ
ଗିରଫ ହେଲେ କୁବେର ଆଇଟିଡିଏ ଅଧିକାରୀ, ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଧରିଲା ଭିଜିଲାନ୍ସ

ଭୁବନେଶ୍ବର: ଗିରଫ ହେଲେ କୁବେର ଆଇଟିଡିଏ ଅଧିକାରୀ । ସୁନ୍ଦରଗଡ଼ ଜିଲ୍ଲା ବଣାଇ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା-ଆଇଟିଡିଏର ପ୍ରକଳ୍ପ ପ୍ରଶାସକ ବିଶ୍ବଦର୍ଶୀ ସାହୁଙ୍କୁ ବାନ୍ଧିଲା ଭିଜିଲାନସ । ଗିରଫ ପରେ ସୁନ୍ଦରଗଡ଼ ସ୍ବତନ୍ତ୍ର କୋର୍ଟ ଚାଲାଣ କରାଯାଇଛି। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ । ବିଶ୍ବଦର୍ଶୀ ସାହୁଙ୍କ ଭୁବନେଶ୍ବରରେ ଗୋଟିଏ ବହୁ ତଳ କୋଠା, ୨ଟି ଫ୍ଲାଟ ରହିଛି ।  ଗୋଟିଏ ଫ୍ଲାଟ କିଣିବା ପାଇଁ ସେ ଦେଢ଼ କୋଟି ଟଙ୍କା ଅଗ୍ରୀମ ଦେଇଥିଲେ ।  ଭୁବନେଶ୍ବର ଓ ପୁରୀରେ ବିଶ୍ବଦର୍ଶୀ ସାହୁଙ୍କ ୯ଟି ବହୁ ମୂଲ୍ୟ ପ୍ଲଟ ଠାବ ହୋଇଛି । ରେଡ ବେଳେ୧୫୦ ଗ୍ରାମ ସୁନା , ନଗଦ ୪ ଲକ୍ଷ ୫୧ ହଜାର ଟଙ୍କା ଜବତ କରିଛି ଭିଜିଲାନ୍ସ । ବିଭିନ୍ନ ବ୍ୟାଙ୍କ ଓ ବୀମାରେ ତାଙ୍କର ରହିଛି ୬୧ଲକ୍ଷରୁ ଅଧିକ ଟଙ୍କାର ଜମା। ବାବୁଙ୍କ ବିପୁଳ ସଂପତ୍ତି ଦେଖି ଭିଜିଲାନସ ଅଧିକାରୀ ତାଜୁବ। ଏହା ସହ ତାଙ୍କ ପତ୍ନୀଙ୍କ ନାଁରେ ବାପୁଜୀ ନଗର ଏସବିଆଇ ଶାଖାରେ ଏକ ଲକର ରହିଛି। ଆୟବହିର୍ଭୂତ ସଂପତ୍ତି ଠୁଳ ନେଇ ବିଶ୍ବଦର୍ଶୀ ସାହୁଙ୍କ ନାଁରେ ରାଉରକେଲା ଭିଜିଲାନସରେ ଏକ ମାମଲା ରୁଜୁ ହୋଇଛି ।

Post Views: 79
Tags: ITDA officer in Kuber arrested
Share202Tweet127Send
Voice of Victims

Voice of Victims

Recent Posts

  • ବଜ୍ରପାତର କହର: ଛେଳି ଚରାଉଥିବା ବେଳେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ପାଇଁ ଦାବି
  • ତେହେରାନ ଉପରେ ଏୟାରଷ୍ଟ୍ରାଇକ, ୧୩ ମୃତ
  • ଶ୍ରମିକ ଓ ଛାତ୍ରଛାତ୍ରୀ କିଣି ପାରିବେ ୫ କେଜି ଗ୍ୟାସ, ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ
  • ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭଙ୍ଗା ହେବା ସହ ସୁନା ଗହଣା ଲୁଟ
  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In