• About Us
  • Contact Us
Monday, April 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

୧୨ ଲକ୍ଷ ପର୍ଯ୍ୟନ୍ତ ଆୟ କର ଛାଡ଼କୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱାଗତ, ଅର୍ଥମନ୍ତ୍ରୀଙ୍କୁ ଜଣାଇଲେ କୃତଜ୍ଞତା

by Voice of Victims
February 1, 2025
in ମୁଖ୍ୟ ଖବର, ରାଜ୍ୟ
୧୨ ଲକ୍ଷ ପର୍ଯ୍ୟନ୍ତ ଆୟ କର ଛାଡ଼କୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱାଗତ, ଅର୍ଥମନ୍ତ୍ରୀଙ୍କୁ ଜଣାଇଲେ କୃତଜ୍ଞତା

ଭୁବନେଶ୍ୱର : ମଧ୍ୟବିତ୍ତଙ୍କ ପାଇଁ ସରକାରଙ୍କ ବଡ଼ ଘୋଷଣା । ଇନକମ୍ ଟ୍ୟାକ୍ସକୁ ନେଇ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଯେଉଁଥିରେ ୧୨ ଲକ୍ଷ ଆୟ ପର୍ୟ୍ୟନ୍ତ ଟ୍ୟାକ୍ସ ଛାଡ କରିଛନ୍ତି କେନ୍ଦ୍ର ସରକାର । ଏହାସହ ୧୨ରୁ ୧୬ ଲକ୍ଷ ଆୟ ପର୍ଯ୍ୟନ୍ତ ୧୫ ପ୍ରତିଶତ ଟ୍ୟାକ୍ସ, ୨୦ରୁ ୨୪ ଲକ୍ଷ ଆୟ ପର୍ୟ୍ୟନ୍ତ ୨୫ ପ୍ରତିଶତ ଟ୍ୟାକ୍ସ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ । ତେବେ କେନ୍ଦ୍ର ସରକାରଙ୍କ ଆୟ ଉପରେ କରଛାଡ଼ ଘୋଷଣାକୁ ସ୍ବାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିଲାଗି ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ କୃତଜ୍ଞତା ଜଣାଇଛନ୍ତି । ସେ କହିଛନ୍ତି ଏହାଦ୍ବାରା ନାଗରିକମାନେ ସଶକ୍ତ ହେବେ ଏବଂ ଅର୍ଥନୀତିକୁ ସମୃଦ୍ଧ କରିବ । ୨୦୨୫ -୨୬ ଆର୍ଥିକବର୍ଷ ଲାଗି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଉପସ୍ଥାପନ କରିଥିବା ବଜେଟ୍ ଉପରେ ଆଜି ଏଭଳି ଢଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

Post Views: 104
Tags: Chief Minister welcomes income tax waiver up to Rs 12 lakh
Share202Tweet127Send
Voice of Victims

Voice of Victims

Recent Posts

  • ବଜ୍ରପାତର କହର: ଛେଳି ଚରାଉଥିବା ବେଳେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ପାଇଁ ଦାବି
  • ତେହେରାନ ଉପରେ ଏୟାରଷ୍ଟ୍ରାଇକ, ୧୩ ମୃତ
  • ଶ୍ରମିକ ଓ ଛାତ୍ରଛାତ୍ରୀ କିଣି ପାରିବେ ୫ କେଜି ଗ୍ୟାସ, ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ
  • ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭଙ୍ଗା ହେବା ସହ ସୁନା ଗହଣା ଲୁଟ
  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In