• About Us
  • Contact Us
Monday, April 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଥମୁନି ହାତୀ ଆତଙ୍କ, ହାତୀ ଆକ୍ରମଣରେ ବୃଦ୍ଧ ବୃଦ୍ଧାଙ୍କ ମୃତ୍ୟୁ

by Voice of Victims
February 2, 2025
in ମୁଖ୍ୟ ଖବର, ରାଜ୍ୟ
ଥମୁନି ହାତୀ ଆତଙ୍କ, ହାତୀ ଆକ୍ରମଣରେ ବୃଦ୍ଧ ବୃଦ୍ଧାଙ୍କ ମୃତ୍ୟୁ

ଭୁବନେଶ୍ବର : କଳାହାଣ୍ଡି ଜିଲ୍ଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥ ପୁର ରେଞ୍ଜ ଲାଖବାହିଲି ପଞ୍ଚାୟତ କାଦମାଲି ଗାଁରେ ହାତୀ ଆକ୍ରମଣରେ ବୃଦ୍ଧ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ଗତ ରାତିରେ ଘରେ ସୋଇଥିବା ସମୟରେ ହାତୀପଲ ଆସି ଘର ଭାଙ୍ଗିବା ସହ ଆକ୍ରମଣ କରିଥିଲେ।  ଜୀବନ ବିକଳରେ କିଛିଲୋକ ଘର ଛାଡ଼ି ପଳାଇ ଯାଇଥିବା ବେଳେ ବୃଦ୍ଧ ବୃଦ୍ଧାଙ୍କୁ ଆକ୍ରମଣ କରିଥିଲେ । ଦୁହିଁଙ୍କ ଶରୀର ଖଣ୍ଡ ବିଖଣ୍ଡ ହୋଇ ବିଭିନ୍ନ ସ୍ଥାନରେ ପଡି ଥିବା ସୂଚନା ମିଳିଛି। କିଛିଦିନ ପୂର୍ବେ ଖୋର୍ଦ୍ଧାରେ ହାତୀ ଆକ୍ରମଣରେ ପୁଅ ମୃତ, ମାଆ ଗୁରୁତର ହୋଇଥିଲେ । ଗୁରୁତର ଅବସ୍ଥାରେ ମାଆଙ୍କୁ ପ୍ରଥମେ ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟ ଓ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଥିଲା । ଖୋର୍ଦ୍ଧା ମହତପଲା ଗାଁରେ ହାତୀ ଆକ୍ରମଣକରିଥିଲା । ସକାଳେ ମାଆ ଓ ପୁଅ ଶୌଚ ହେବାକୁ ଯାଉଥିବାବେଳେ ହାତୀ ଆକ୍ରମଣ କରିଥିଲା । ଗାଁଲୋକେ ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ପୁଅକୁ ମୃତ ଘୋଷଣା କରିଥିଲେ। ବନବିଭାଗ ଘଟଣାସ୍ଥଳରେପହଞ୍ଚିଥିଲେ ।

Post Views: 76
Tags: Thamuni elephant terror
Share198Tweet124Send
Voice of Victims

Voice of Victims

Recent Posts

  • ବଜ୍ରପାତର କହର: ଛେଳି ଚରାଉଥିବା ବେଳେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ପାଇଁ ଦାବି
  • ତେହେରାନ ଉପରେ ଏୟାରଷ୍ଟ୍ରାଇକ, ୧୩ ମୃତ
  • ଶ୍ରମିକ ଓ ଛାତ୍ରଛାତ୍ରୀ କିଣି ପାରିବେ ୫ କେଜି ଗ୍ୟାସ, ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ
  • ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭଙ୍ଗା ହେବା ସହ ସୁନା ଗହଣା ଲୁଟ
  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In