• About Us
  • Contact Us
Monday, April 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ରାଜଧାନୀରେ ମୋ ବସ୍ ଦୁର୍ଘଟଣାରେ ନାବାଳିକା ମୃତ

by Voice of Victims
February 4, 2025
in ମୁଖ୍ୟ ଖବର, ରାଜ୍ୟ
ରାଜଧାନୀରେ ମୋ ବସ୍ ଦୁର୍ଘଟଣାରେ ନାବାଳିକା ମୃତ

ଭୁବନେଶ୍ବର : ମୋ ବସ୍‌ ଧକ୍କାରେ ନାବଳିକାଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ନନ୍ଦନକାନନ ଥାନା ରଘୁନାଥପୁରରେ ମଙ୍ଗଳବାର ଏହି ଦୁର୍ଘଟଣା ଘଟିଛି। ମୃତ ନାବାଳିକାଙ୍କ ବୟସ ୧୩ ବର୍ଷ ବୋଲି ଜଣାପଡିଛି। ରଘୁନାଥପୁର ଗ୍ରାମବାସୀ ରାସ୍ତାରେ ଟାୟାର ଜାଳି ଓ ବାଉଁଶ ପକାଇ ରାସ୍ତା ଅବରୋଧ କରିଛନ୍ତି। ଯାହାଫଳରେ ଯାତାୟତରେ ବାଧା ସୃଷ୍ଟି ହୋଇଛି। ଅନ୍ୟପଟେ ଏହି ରାସ୍ତା ଦେଇ ଯାଉଥିବା ଲୋକମାନେ ମଧ୍ୟ ସେମାନଙ୍କ ଅସନ୍ତୋଷ ବ୍ୟକ୍ତ କରିବା ସହ ସ୍ବତଃ ପ୍ରବୃତ୍ତ ଭାବେ ଗ୍ରାମବାସୀଙ୍କ ସହ ରାସ୍ତାରୋକରେ ସାମିଲ ହୋଇଛନ୍ତି। ନାବାଳିକା ଜଣଙ୍କ ଫୁଲ ତୋଳି ସାଇକେଲ ଯୋଗେ ଯିବା ପାଇ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ବେଳେ ଭୁବନେଶ୍ୱରରୁ ନନ୍ଦନକାନନ ଅଭିମୁଖେ ଆସୁଥିବା ମୋ ବସ୍‌ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ନାବାଳିକାଙ୍କ ମୃତ୍ୟୁ ଘଟିଥିଲ।

Post Views: 1,445
Share200Tweet125Send
Voice of Victims

Voice of Victims

Recent Posts

  • ବଜ୍ରପାତର କହର: ଛେଳି ଚରାଉଥିବା ବେଳେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ପାଇଁ ଦାବି
  • ତେହେରାନ ଉପରେ ଏୟାରଷ୍ଟ୍ରାଇକ, ୧୩ ମୃତ
  • ଶ୍ରମିକ ଓ ଛାତ୍ରଛାତ୍ରୀ କିଣି ପାରିବେ ୫ କେଜି ଗ୍ୟାସ, ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ
  • ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭଙ୍ଗା ହେବା ସହ ସୁନା ଗହଣା ଲୁଟ
  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In