• About Us
  • Contact Us
Friday, May 8, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

କଟକ ଶ୍ରରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜରେ ପ୍ରତିଷ୍ଠା ହେବ ୫୦୦ ଶଯ୍ୟା ବିଶିଷ୍ଟ ଟ୍ରମା ସେଣ୍ଟର୍‌

by Voice of Victims
February 4, 2025
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
କଟକ ଶ୍ରରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜରେ ପ୍ରତିଷ୍ଠା ହେବ ୫୦୦ ଶଯ୍ୟା ବିଶିଷ୍ଟ ଟ୍ରମା ସେଣ୍ଟର୍‌

ଭୁବନେଶ୍ୱର: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜ ଓ ହସ୍‌ପିଟାଲ୍‌ରେ ପ୍ରତିଷ୍ଠା ହେବ ଏକ ୫୦୦ ଶଯ୍ୟା ବିଶିଷ୍ଟ ଟ୍ରମା ସେଣ୍ଟର୍‌। ଏହାଦ୍ୱାରା ବିଭିନ୍ନ ଦୁର୍ଘଟଣା ଗ୍ରସ୍ତ ଲୋକଙ୍କୁ ମିଳିପାରିବ ତୁରନ୍ତ ଉନ୍ନତ ଚିକିତ୍ସା। ମଙ୍ଗଳବାର ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ ଦେଇଛନ୍ତି। ଶ୍ରୀ ମାଝୀ କହିଛନ୍ତି ଯେ କଟକ ଏସ୍‌ସିବିରେ ଏହି ଟ୍ରମା ସେଣ୍ଟର୍ ପ୍ରତିଷ୍ଠା କରିବା ପାଇଁ ଓଡ଼ିଶା ସରକାରଙ୍କ ପକ୍ଷରୁ ୨୦୨୪ ଜୁଲାଇ ୨ରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡାଙ୍କ ନିକଟକୁ ପତ୍ର ଲେଖି ଅନୁରୋଧ କରାଯାଇଥିଲା। କେନ୍ଦ୍ର ସରକାର ଏହାକୁ ନୀତିଗତ ଅନୁମୋଦନ ଦେବା ପରେ ଏବେ ଏହା ରାଜ୍ୟ ସରକାରଙ୍କ ଅନୁମୋଦନ ମଧ୍ୟ ହାସଲ କରିଛି। ଏହା ପରେ ଏହାର ବିସ୍ତୃତ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତ କରାଯିବ ଏବଂ ପ୍ରକଳ୍ପ ପ୍ରତିଷ୍ଠା ପାଇଁ ପଦକ୍ଷେପ ନିଆଯିବ। ଉକ୍ତ ଟ୍ରମା ସେଣ୍ଟର୍‌ଟି କେନ୍ଦ୍ର ସରକାରଙ୍କ ‘ପ୍ରଧାନମନ୍ତ୍ରୀ ସ୍ୱାସ୍ଥ୍ୟ ସୁରକ୍ଷା ଯୋଜନା’ରେ କାର୍ଯ୍ୟକାରୀ କରାଯିବ। ଏଥିପାଇଁ କେନ୍ଦ୍ର ସରକାର ୬୦ ପ୍ରତିଶତ ଅର୍ଥ ବିନିଯୋଗ କରିବା ବେଳେ ରାଜ୍ୟ ସରକାର ୪୦ପ୍ରତିଶତ ଅର୍ଥ ବିନିଯୋଗ କରିବେ ବୋଲି ସେ ସ୍ପଷ୍ଟ କରିଛନ୍ତି।

Post Views: 63
Tags: 500-bed trauma center to be established at Shramachandra Bhanj Medical College
Share198Tweet124Send
Voice of Victims

Voice of Victims

Recent Posts

  • ବେଙ୍ଗଲରେ ପରାଜୟ ପରେ ମମତାଙ୍କୁ ଭେଟିଲେ ଅଖିଳେଶ, ବଢାଇଲେ ମନୋବଳ
  • ବିଜେପି ସରକାର ଓଡ଼ିଶା ପାଇଁ ବଡ଼ ବୋଝ କହିଲେ ନବୀନ
  • ଶେଷ ହେଲା ତାମିଲନାଡୁ ସସ୍ପେନ୍ସ!: ‘ବିଜୟ’ ସରକାର ପାଇଁ ସବୁଜ ସଙ୍କେତ ଦେଲେ ରାଜ୍ୟପାଳ
  • ନାବାଳକଙ୍କୁ ଥାନାରେ ଅଟକ ମାମଲାରେ ଭଦ୍ରକ ଏସ୍‌ପିଙ୍କୁ ହାଜର ନିର୍ଦେଶ ଦେଲେ ହାଇ କୋର୍ଟ
  • ଆଜିବି ବର୍ଷିବ, ପୂରା ଓଡ଼ିଶାକୁ ଜାରି ହୋଇଛି ୟେଲୋ ଆଲର୍ଟ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In