• About Us
  • Contact Us
Friday, May 8, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ରଣପୁର ବ୍ଲକରେ ବିକଶିତ ଗାଁ ବିକଶିତ ଓଡିଶାର ଶୁଭାରମ୍ଭ

by Voice of Victims
February 5, 2025
in ଆଞ୍ଚଳିକ ଖବର, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ରଣପୁର ବ୍ଲକରେ ବିକଶିତ ଗାଁ ବିକଶିତ ଓଡିଶାର ଶୁଭାରମ୍ଭ

ରଣପୁର (ଭିଓଭି): ରାଜ୍ୟ ସରକାର ଙ୍କ ପଞ୍ଚାୟତରାଜ ବିଭାଗ ଅଧୀନରେ ନୂତନ ଯୋଜନା ବିକଶିତ ଗାଁ ବିକଶିତ ଓଡିଶାକୁ ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭରଚୁଆଲ ଜରିଆରେ ଶୁଭାରମ୍ଭ କରିଛନ୍ତି l ଏହି ଉପଲକ୍ଷେ ରଣପୁର ବ୍ଲକ ପରିସର ମଧ୍ୟରେ ବିଡ଼ିଓ ମନୋଜ କୁମାର ନାୟକଙ୍କ ଦ୍ୱାରା ଆୟୋଜିତ ଶୁଭାରମ୍ଭ କାର୍ଯ୍ୟକ୍ରମକୁ ଅଧ୍ୟକ୍ଷା ନିର୍ମଳା ବେହେରା ଜଗନ୍ନାଥଙ୍କ ପ୍ରତିମୂର୍ତ୍ତି ନିକଟରେ ପ୍ରଦୀପ ପ୍ରଜ୍ବଳନ କରି ଆରମ୍ଭ କରିଥିଲେ l

ଅନ୍ୟମାନଙ୍କ ମଧ୍ୟରେ ସାଂସଦଙ୍କ ପ୍ରତିନିଧି ପ୍ରିୟବ୍ରତ ପ୍ରହରାଜ, ବ୍ଲକ ଉପାଧ୍ୟକ୍ଷ ପ୍ରଭାତ ଦଳବେହେରା, ରଣପୁର ଜୋନ ଜିଲ୍ଲା ପରିଷଦ ରାଜନୀରାଣୀ ପଟ୍ଟନାୟକ, ଗୋପାଳପୁରଜୋନ୍‌ ଜିଲ୍ଲା ପରିଷଦ ଲକ୍ଷ୍ମୀପ୍ରିୟା ତରେଇ ଓ ପରେଶ ଚନ୍ଦ୍ର ମିଶ୍ରଙ୍କ ସହ ସମସ୍ତ ସରପଞ୍ଚ, ସମିତିସଭ୍ୟ, ସମସ୍ତ କର୍ମଚାରୀ ଓ ମିଶନଶକ୍ତିର ମହିଳାମାନେ ଉପସ୍ଥିତ ଥିଲେ l ଏହି ଯୋଜନାରେ ମୋୖଳିକ ଭିତ୍ତିଭୂମି ବିକାଶ ସହ ଗ୍ରାମୀଣ ଯୋଗାଯୋଗ ବ୍ୟବସ୍ଥା ସୁଦୃଢ ହେବ l ଅନୁନ୍ନତ ଜନଜାତି ବସବାସ କରୁଥିବା ଅଞ୍ଚଳରେ ଅଭ୍ୟନ୍ତରୀଣ ଓ ଅନ୍ତଃ ଗ୍ରାମ୍ୟ ସଡ଼କ ସଂଯୋଗୀକରଣ, କ୍ଷୁଦ୍ର ପର୍ଯ୍ୟଟନ ସ୍ଥଳୀର ବିକାଶ, ଉନ୍ନତିକରଣ, ଶିକ୍ଷା ଓ କ୍ରୀଡା ଭିତିଭୂମି ସମ୍ପ୍ରସାରଣ, ନୂତନ ଅଭିନବ ଜନମଙ୍ଗଳକlରି ବହୁମୁଖୀ ପ୍ରକଳ୍ପର ନିର୍ମାଣ ସହ ପଞ୍ଚାୟତଗୁଡିକରେ ପାନୀୟ ଜଳର ବ୍ୟବସ୍ଥା ପାଇଁ ଏହି ଯୋଜନା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଭରଚୁଆଲ ଜରିଆରେ ପ୍ରକାଶ କରିଥିଲେ l

Post Views: 107
Share199Tweet124Send
Voice of Victims

Voice of Victims

Recent Posts

  • ବେଙ୍ଗଲରେ ପରାଜୟ ପରେ ମମତାଙ୍କୁ ଭେଟିଲେ ଅଖିଳେଶ, ବଢାଇଲେ ମନୋବଳ
  • ବିଜେପି ସରକାର ଓଡ଼ିଶା ପାଇଁ ବଡ଼ ବୋଝ କହିଲେ ନବୀନ
  • ଶେଷ ହେଲା ତାମିଲନାଡୁ ସସ୍ପେନ୍ସ!: ‘ବିଜୟ’ ସରକାର ପାଇଁ ସବୁଜ ସଙ୍କେତ ଦେଲେ ରାଜ୍ୟପାଳ
  • ନାବାଳକଙ୍କୁ ଥାନାରେ ଅଟକ ମାମଲାରେ ଭଦ୍ରକ ଏସ୍‌ପିଙ୍କୁ ହାଜର ନିର୍ଦେଶ ଦେଲେ ହାଇ କୋର୍ଟ
  • ଆଜିବି ବର୍ଷିବ, ପୂରା ଓଡ଼ିଶାକୁ ଜାରି ହୋଇଛି ୟେଲୋ ଆଲର୍ଟ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In