• About Us
  • Contact Us
Tuesday, March 31, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

୩୧ ମାଓବାଦୀ ମୃତ

by Voice of Victims
February 9, 2025
in ଦେଶ ବିଦେଶ, ମୁଖ୍ୟ ଖବର
୩୧ ମାଓବାଦୀ ମୃତ

ନୂଆଦିଲ୍ଲୀ : ମାଓ ବିରୋଧୀ ଅପରେସନରେ ପୁଲିସକୁ  ପୁଣି ଏକ ବଡ଼ ସଫଳତା ମିଳିଛି । ବିଜାପୁର ନ୍ୟାସନାଲ ପାର୍କ ଅଞ୍ଚଳରେ ସଂଗଠିତ ଏନକାଉଣ୍ଟରରେ ବର୍ତ୍ତମାନ ସୁଦ୍ଧା ୩୧ଜଣ ମାଓବାଦୀ ନିହତ ହୋଇଥିବା ଜଣାଯାଇଛି । ୨ ଜଣ ଯବାନ ସହିଦ ହୋଇଥିବା  ଜଣାପଡ଼ିଛି । ଏଥିସହ ୨ ଜଣ ଯବାନ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କୁ ତୁରନ୍ତ ମେଡିକାଲ ନେବା ଲାଗି ଜଗଦଲପୁର ଅଞ୍ଚଳରୁ ଏମ୍‌ଆଇ ହେଲିକେପ୍ଟରକୁ ପଠାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି ।  ରବିବାର ସକାଳେ ବିଜାପୁରର ଇନ୍ଦ୍ରାବତୀ ନ୍ୟାସନାଲ ପାର୍କ ଅଞ୍ଚଳରେ ଏହି ଏନକାଉଣ୍ଟର ହୋଇଥିବା ବେଳେ ମାଓବାଦୀ ଓ ଯବାନଙ୍କ ମଧ୍ୟରେ ଗୁଳିବିନିୟମ ହୋଇଥିଲା । ୩୧ ଜାନୁଆରୀରୁ ସେନାମାନଙ୍କ ପକ୍ଷରୁ ଆଣ୍ଟି-ମାଓବାଦୀ ଅପରେସନ୍ ଆରମ୍ଭ ହୋଇଛି । ପଶ୍ଚିମ ବସ୍ତର ଅଞ୍ଚଳରେ ମାଓବାଦୀଙ୍କ କାର୍ୟ୍ୟକଳାପ ନେଇ ସୂଚନା ମିଳିଥିଲା । ଯାହା ପରେ ଜିଲ୍ଲା ଆରକ୍ଷୀ ଅଧିକାରୀ ଓ ସିଆରପିଏଫ୍ ସ୍ସେଶାଲ ଟାସ୍କ ଫୋର୍ସ ମିଳିତ ଭାବେ କମାଣ୍ଡୋ ବାଟାଲିୟନ୍ ଫର୍ ରିଜୋଲ୍ୟୁଟ୍ ଆକ୍ସନ କୋବ୍ରା ଏହି ଅପରେସନ୍‌ରେ ସାମିଲ । ଏଭଳି ଘଟଣା ପରେ ବସ୍ତର ପୋଲିସ ସର୍ଚ୍ଚ ଅପରେସନ ଜାରି ରଖିଛି । 

Post Views: 43
Share199Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In