• About Us
  • Contact Us
Saturday, August 15, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଆତିଶୀ

by Voice of Victims
February 9, 2025
in ଦେଶ ବିଦେଶ, ମୁଖ୍ୟ ଖବର
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଆତିଶୀ

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ ଆଜି ସିଏମ୍ ପଦରୁ ଇସ୍ତଫା ଦେଇଛନ୍ତି । ସେ ଦିନ ପ୍ରାୟ ୧୧ଟାରେ ରାଜଭବନରେ ପହଞ୍ଚିଥିଲେ। ଆତିଶୀ ଲେଫ୍ଟନାଣ୍ଟ ଗଭର୍ଣ୍ଣର ବିନୟ କୁମାର ସକ୍ସେନାଙ୍କୁ ଭେଟି ତାଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି । ଏହା ସହିତ ଏଲଜି ପୂର୍ବ ବିଧାନସଭାକୁ ଭଙ୍ଗ କରିବା ପାଇଁ ଏକ ବିଜ୍ଞପ୍ତି ଜାରି କରିଛନ୍ତି । ଏହି ବିଜ୍ଞପ୍ତି ସହିତ ନୂତନ ବିଧାନସଭା ଗଠନର ପଥ ପରିଷ୍କାର ହୋଇଛି । ନୂତନ ବିଧାନସଭା ଗଠନ ପରେ ସରକାର ଗଠନ ପ୍ରକ୍ରିୟା ମଧ୍ୟ ଆରମ୍ଭ ହେବ । ଶନିବାର ଆସିଥିବା ନିର୍ବାଚନ ଫଳାଫଳରେ ବିଜେପି ୪୮ଟି ଆସନ ଜିତିଥିବା ବେଳେ ଆମ୍ ଆଦମୀ ପାର୍ଟି ମାତ୍ର ୨୨ଟି ଆସନ ଜିତିଥିଲା । ବିଜେପି ପକ୍ଷରୁ ଏ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରାଯାଇ ନାହିଁ । ଆତିଶୀ କାଲକାଜୀ ଆସନରୁ ବିଜୟୀ ହୋଇଛନ୍ତି । ସେ ବିଜେପିର ରେମଶ ବିଦୁଡିଙ୍କୁ ହରାଇଛନ୍ତି । ରାଷ୍ଟ୍ରୀୟ ମହିଳା କଂଗ୍ରେସ ଅଧ୍ୟକ୍ଷା ଅଳକା ଲାମ୍ବା ମଧ୍ୟ ନିର୍ବାଚନ ହାରିଛନ୍ତି । ସେହିପରି ଆପ୍ ମୁଖ୍ୟ ଅରବିନ୍ଦ କେଜ୍ରିୱାଲ ବି ଦିଲ୍ଲୀ ବିଧାନସଭା ନିର୍ବାଚନରେ ହାରିଯାଇଛନ୍ତି । ନୂଆଦିଲ୍ଲୀ ବିଧାନସଭା ଆସନରେ ପ୍ରବେଶ ବର୍ମା କେଜ୍ରିୱାଲଙ୍କୁ ହରାଇଛନ୍ତି ।

Post Views: 62
Share198Tweet124Send
Voice of Victims

Voice of Victims

Recent Posts

  • ଭାରତରେ ପୁଣି ଭୂକମ୍ପ ଝଟକା, ନାସିକରେ ଦୁଇଥର ଥରିଲା ଭୂମି
  • ସରକାରୀ ଜମିରେ ଗଞ୍ଜେଇ ଚାଷ ହେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ, ୬ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ରାଜସ୍ୱ ସଚିବ
  • ଏୟାର ଇଣ୍ଡିଆର ବଡ଼ ନିଷ୍ପତ୍ତି, ସବୁ ପାଇଲଟଙ୍କ ହେବ ଟେଷ୍ଟ
  • UPSC ବୈଠକ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ଅଗଷ୍ଟ ୧୮ ଯାଏଁ ଚୂଡ଼ାନ୍ତ ହେବନି DGP ଚୟନ
  • ଅବପାତର ରୂପ ନେଲା ଲଘୁଚାପ, ଆଗାମୀ ଦୁଇ ଦିନ ଯାଏ ଅଧା ଓଡ଼ିଶାରେ କଳାହାଣ୍ଡିଆ ମେଘ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In