• About Us
  • Contact Us
Friday, March 27, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

୧୫ ଭିତରେ ଅଯୋଗ୍ୟ ହିତାଧିକାରୀ କାର୍ଡ ସରେଣ୍ଡର ନ କଲେ ହେବ କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

by Voice of Victims
February 11, 2025
in ମୁଖ୍ୟ ଖବର, ରାଜ୍ୟ
୧୫ ଭିତରେ ଅଯୋଗ୍ୟ ହିତାଧିକାରୀ କାର୍ଡ ସରେଣ୍ଡର ନ କଲେ ହେବ କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ୱର: ରାସନ୍ କାର୍ଡ ଇ-କେୱାଇସି ଅପଡେଟ ପାଇଁ ଆବେଦନ ନ କରିଥିଲେ ଆଉ ମିଳିବନି ସୁଯୋଗ । ଆସନ୍ତା ୧୫ ତାରିଖ ରାସନ କାର୍ଡ E-kyc ପାଇଁ ଆବେଦନର ଶେଷ ତାରିଖ । ଏହାପରେ ଆଉ ସମୟ ଅବଧି ବଢ଼ିବ ନାହିଁ ବୋଲି କହିଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଏପର୍ଯ୍ୟନ୍ତ ୩୭ ଲକ୍ଷ ଲୋକ e- KYC କରି ନାହାନ୍ତି । ଯେଉଁମାନେ E-kyc କରି ନାହାନ୍ତି। ସେମାନେ ଶୀଘ୍ର ଏହା କରି ଦିଅନ୍ତୁ । ଆଉ ଯେଉଁମାନେ ଇକେୱାଇସି ନ କରିବେ ତାହା ସରେଣ୍ଡର କରାଗଲା ବୋଲି ଧରି ନିଆଯିବ । ସେହି ଜାଗାରେ ନୂଆ ଲୋକଙ୍କୁ ରାସନ କାର୍ଡ ଦିଆଯିବ । ସେହିପରି ଯେଉଁ ସରକାରୀ ଅଫିସରମାନେ ରାସନ୍ କାର୍ଡ ନେଇଛନ୍ତି ସମସ୍ତେ ସରେଣ୍ଡର କରିଦିଅନ୍ତୁ । ସରେଣ୍ଡର ପିରିୟଡ ଶେଷ ହୋଇ ଯିବା ପରେ ଯଦି ସରକାରୀ ଅଧିକାରୀ ସରେଣ୍ଡର କରି ନ ଥିବେ। ତେବେ ସେମାନଙ୍କ ବିରୋଧରେ ସରକାର ନିଶ୍ଚିତ ଭାବେ ଆକ୍ସନ ନେବେ ବୋଲି ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି ।

Post Views: 48
Share197Tweet123Send
Voice of Victims

Voice of Victims

Recent Posts

  • ଉଲ୍ଲାସର ସହ ପାଳିତ ହେଉଛି ବାସନ୍ତୀ ପୂଜା
  • କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ପେଟ୍ରୋଲ୍‌ ଡିଜେଲ୍‌ ଉପରୁ କମିଲା ଏକ୍ସସାଇଜ୍‌ ଡ୍ୟୁଟି
  • ପଶ୍ଚିମ ଏସିଆ ସଙ୍କଟ : ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥାହେବେ ପ୍ରଧାନମନ୍ତ୍ରୀ ମୋଦି
  • ରାଜ୍ୟରେ କାଳବୈଶାଖୀର ତାଣ୍ଡବ, ଆଜି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ଆଜି ପବିତ୍ର ଶ୍ରୀରାମନବମୀ, ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପାରମ୍ପରିକ ସାହିଯାତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In