• About Us
  • Contact Us
Sunday, April 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଖୁବଶୀଘ୍ର ଆରମ୍ଭ ହେବ ଜୟଦେବ ବିହାରରୁ ନନ୍ଦନ କାନନ ପର୍ଯ୍ୟନ୍ତ ଫ୍ଲାଏ ଓଭର: ଆଇନମନ୍ତ୍ରୀ

by Voice of Victims
February 11, 2025
in ମୁଖ୍ୟ ଖବର, ରାଜ୍ୟ
ଖୁବଶୀଘ୍ର ଆରମ୍ଭ ହେବ ଜୟଦେବ ବିହାରରୁ ନନ୍ଦନ କାନନ ପର୍ଯ୍ୟନ୍ତ ଫ୍ଲାଏ ଓଭର: ଆଇନମନ୍ତ୍ରୀ

ଭୁବନେଶ୍ୱର : ଖୁବଶୀଘ୍ର ଆରମ୍ଭ ହେବ ଜୟଦେବ ବିହାରରୁ ନନ୍ଦନ କାନନ ପର୍ଯ୍ୟନ୍ତ ଫ୍ଲାଏ ଓଭର କାର୍ଯ୍ୟ । ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ସରକାର ସେ ପ୍ରକଳ୍ପକୁ ଅନୁମତି ଦେଇ ସାରିଛନ୍ତି । ଖୁବଶୀଘ୍ର ଟେକ୍ନିକାଲ କାର୍ଯ୍ୟ ଆରମ୍ଭ ହେବ । ଜୟଦେବ ବିହାରରେ ଜାତୀୟ ରାଜପଥର ଯେଉଁ ଫ୍ଲାଏ ଓଭର ରହିଛି ତାକୁ ସଂଯୋଗ କରି ସେ ଫ୍ଲାଏ ଓଭର ନନ୍ଦନ କାନନ ପର୍ଯ୍ୟନ୍ତ ଯିବ । ମଝିରେ ମଝିରେ ଯେଉଁଠି ବଡ଼ ବଡ଼ ଛକ ଅଛି ସେଠି ଏସକେପ ୱେ ରହିବ । ଯେଉଁମାନେ ଉପରେ ଯାତାୟାତ କରୁଥିବେ ସେମାନଙ୍କ ପାଇଁ ତଳକୁ ଓହ୍ଲାଇବା ପାଇଁ କୌଣସି ଅସୁବିଧା ହେବ ନାହିଁ । ସବୁ ଦୃଷ୍ଟିକୁ ଆଖି ଆଗରେ ରଖି ଯୋଜନା କରାଯାଇଛି । ସେଠି ଯେଉଁ ରାସ୍ତା ତଳେ ଚାଲିଛି ଚାଲିବ ତାହା ସହ ଉପରେ ମଧ୍ୟ ୪ ଲେନ ରାସ୍ତା ନିର୍ମାଣ ହେବ । ଏଇ ରାସ୍ତା ଆଗାମୀ ଦିନରେ ଭୁବନେଶ୍ୱରର ଲାଇଫ ଲାଇନ ହେବ ।  ଆମେ ଆଶା ରଖିଛୁ ୨୦୨୭-୨୮ ସୁଦ୍ଧା ଏହି ପ୍ରକଳ୍ପରୁ ବଡ଼ ଭାଗ ଆମେ ଶେଷ କରି ଦେଇଥିବୁ । ସେହି ଯୋଜନା ନେଇ କାର୍ଯ୍ୟ କରାଯାଉଛି  ।

Post Views: 79
Share199Tweet124Send
Voice of Victims

Voice of Victims

Recent Posts

  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା
  • ଭାରତକୁ ପାକିସ୍ତାନର ଧମକ, ଦୁଃସାହସ କଲେ ଆମେ କୋଲକାତା ପର୍ଯ୍ୟନ୍ତ ଆକ୍ରମଣ କରିବୁ
  • ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀ ପ୍ରଭାବ, ୮ ତାରିଖ ଯାଏ କାଳବୈଶାଖୀ ସମ୍ଭାବନା
  • ‘ସ୍ୱ-ଗଣନା’ ପ୍ରକ୍ରିୟାରେ ଭାଗ ନେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଏଣିକି e-KYC ବିନା ମିଳିବନି ସିଲିଣ୍ଡର, ଓଡ଼ିଶାରେ ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In