• About Us
  • Contact Us
Sunday, April 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ରାଜ୍ୟ ସରକାରଙ୍କ ଲକ୍ଷ୍ୟ: ୫ ବର୍ଷରେ ୧.୫ ଲକ୍ଷ ଚାକିରି

by Voice of Victims
February 13, 2025
in ମୁଖ୍ୟ ଖବର, ରାଜ୍ୟ
ରାଜ୍ୟ ସରକାରଙ୍କ ଲକ୍ଷ୍ୟ: ୫ ବର୍ଷରେ ୧.୫ ଲକ୍ଷ ଚାକିରି

ଭୁବନେଶ୍ୱର : ଓଡ଼ିଶା ବିଧାନସଭାରେ ଆଜିଠାରୁ ଆରମ୍ଭ ହୋଇଛି ବଜେଟ୍ ଅଧିବେଶ । ପ୍ରଥମ ଦିନରେ ରାଜ୍ୟପାଳ ହରିବାବୁ କମ୍ଭମପାଟି ଅଭିଭାଷଣରେ କହିଛନ୍ତି ଯେ, ୫ ବର୍ଷ ମଧ୍ୟରେ ୧.୫ ଲକ୍ଷ ସରକାରୀ ଚାକିରି ପୂରଣ କରାଯିବ । ପ୍ରଥମ ୨ ବର୍ଷରେ ୬୫,୦୦୦ ପଦବୀ ପୂରଣ ହେବ । ୨ ବର୍ଷରେ ବୟନ ଶିଳ୍ପ କ୍ଷେତ୍ରରେ ୫୦,୦୦୦ ନିଯୁକ୍ତି ଦିଆଯିବ । ୨୦୨୪-୨୫ରେ ୨୪ ହଜାରରୁ ଅଧିକ ପଦବୀ ପୂରଣ ହୋଇସାରିଛି । ଆମ କ୍ରୀଡାବିତମାନେ କ୍ରୀଡା କ୍ଷେତ୍ରରେ ଅନେକ ସଫଳତା ଆଣିଛନ୍ତି ବୋଲି ରାଜ୍ୟପାଳ କହିଛନ୍ତି ।  ସେହିପରି ଏହି ଅଧିବେଶନ ପୂର୍ବରୁ ରାଜ୍ୟ ସରକାର ଏକ ସ୍ୱେତପତ୍ର ଜାରି କରିଛନ୍ତି । ଏଥିରେ ଉଲ୍ଲେଖ ରହିଛି କି, ରାଜ୍ୟ ସରକାର ୨୦୨୭ ସୁଦ୍ଧା ରାଜ୍ୟର ୨୫ ଲକ୍ଷ ମହିଳାଙ୍କୁ ଲକ୍ଷପତି ଦିଦି କରିବାର ଯୋଜନା କରିଛନ୍ତି । ଏନେଇ ଜାତୀୟ ଗ୍ରାମୀଣ ଜୀବୀକା ମିଶନ ଉପରେ ଗୁରୁତ୍ୱ ଦିଆଯାଇଛି । ଏହି ଜୀବୀକା ମିଶନ ଅଧିନରେ ରହିଛି ଲକ୍ଷପତି ଦିଦି ଅଭିଯାନ । ଏହାର ଉଦ୍ଦେଶ୍ୟ ହେଉଛି ମହିଳା ସ୍ୱଂୟ ସହାୟକ ଗୋଷ୍ଠୀ ସଦସ୍ୟମାନଙ୍କୁ ବାର୍ଷିକ ଅତି କମରେ ୧ ଲକ୍ଷ ଟଙ୍କା ରୋଜଗାର କରିବାରେ ସାହାଯ୍ୟ କରିବା । ୨୦୨୭ ସୁଦ୍ଧା ୨୫ ଲକ୍ଷ ମହିଳାଙ୍କୁ ଲକ୍ଷପତି ଦିଦି ଭାବେ ସଶକ୍ତ କରିବାକୁ ମୋ ସରକାର ଯୋଜନା କରିଛନ୍ତି । ୨୦୨୪-୨୫ ଆର୍ଥିକ ବର୍ଷରେ ପ୍ରାୟ ୧୦ ଲକ୍ଷ ମହିଳାଙ୍କୁ ଏହି ସ୍ତରର ଆୟ ହାସଲ ପାଇଁ ତାଲିମ ଦିଆଯିବ ।

Post Views: 39
Share198Tweet124Send
Voice of Victims

Voice of Victims

Recent Posts

  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା
  • ଭାରତକୁ ପାକିସ୍ତାନର ଧମକ, ଦୁଃସାହସ କଲେ ଆମେ କୋଲକାତା ପର୍ଯ୍ୟନ୍ତ ଆକ୍ରମଣ କରିବୁ
  • ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀ ପ୍ରଭାବ, ୮ ତାରିଖ ଯାଏ କାଳବୈଶାଖୀ ସମ୍ଭାବନା
  • ‘ସ୍ୱ-ଗଣନା’ ପ୍ରକ୍ରିୟାରେ ଭାଗ ନେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଏଣିକି e-KYC ବିନା ମିଳିବନି ସିଲିଣ୍ଡର, ଓଡ଼ିଶାରେ ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In