• About Us
  • Contact Us
Sunday, April 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ସମସ୍ୟା ରାଜ୍ୟ

ମତ୍ସ୍ୟ – ପ୍ରାଣୀ ସମାବେଶରେ ମାଗଣା ଇଲେକ୍ଟ୍ରୋହୋମିଓ ପାଥିକ ଚିକିତ୍ସା ଶିବିର

by Voice of Victims
February 15, 2025
in ରାଜ୍ୟ
ମତ୍ସ୍ୟ – ପ୍ରାଣୀ ସମାବେଶରେ ମାଗଣା ଇଲେକ୍ଟ୍ରୋହୋମିଓ ପାଥିକ ଚିକିତ୍ସା ଶିବିର

ଭୁବନେଶ୍ୱର (ଭିଓଭି) : ଭୁବନେଶ୍ୱର ବରମୁଣ୍ଡା ଖେଳପଡ଼ିଆଠାରେ ଚାଲିଥିବା ରାଜ୍ୟସ୍ତରୀୟ ମତ୍ସ୍ୟ-ପ୍ରାଣୀ ସମାବେଶରେ ରାଜ୍ୟ ଇଲେକ୍ଟ୍ରୋହୋମିଓପାଥିକ ଚିକିତ୍ସକ ସଂଘ ପକ୍ଷରୁ ସେଠାରେ ଏକ ମାଗଣା ସ୍ୱାସ୍ଥ୍ୟ ଶିବିରର ଆୟୋଜନ କରାଯାଇଛି। ସମାବେଶଟି ତିନି ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ବେଳେ ଏହି ସ୍ୱାସ୍ଥ୍ୟ ଶିବିର ପ୍ରତ୍ୟେହ ସକାଳ ୧୧ଟାରୁ ରାତି ୮ଟା ପର୍ଯ୍ୟନ୍ତ ଖୋଲାରହିବ । ଶିବିରରେ ବରିଷ୍ଠ ଚିକିତ୍ସକ ଡା. କମଳାକାନ୍ତ ନାୟକ, ଡା. ପର୍ଶୁରାମ ଖଟୁଆ, ଡା. ସରୋଜ କୁମାର ସାହୁଙ୍କ ସହିତ ସଂଘର ଅନ୍ୟ କିଛି ବରିଷ୍ଠ ଚିକିତ୍ସକ ଉପସ୍ଥିତ ରହି ଏହି ସେବା ପ୍ରଦାନ କରୁଛନ୍ତି।

Post Views: 125
Share210Tweet132Send
Voice of Victims

Voice of Victims

Recent Posts

  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା
  • ଭାରତକୁ ପାକିସ୍ତାନର ଧମକ, ଦୁଃସାହସ କଲେ ଆମେ କୋଲକାତା ପର୍ଯ୍ୟନ୍ତ ଆକ୍ରମଣ କରିବୁ
  • ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀ ପ୍ରଭାବ, ୮ ତାରିଖ ଯାଏ କାଳବୈଶାଖୀ ସମ୍ଭାବନା
  • ‘ସ୍ୱ-ଗଣନା’ ପ୍ରକ୍ରିୟାରେ ଭାଗ ନେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଏଣିକି e-KYC ବିନା ମିଳିବନି ସିଲିଣ୍ଡର, ଓଡ଼ିଶାରେ ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In