• About Us
  • Contact Us
Sunday, April 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଶ୍ରୀମନ୍ଦିର ନୀଳଚକ୍ରରେ ଲାଗିଲା ନୂଆ ଅକ୍ଷୟ ଦଣ୍ଡ

by Voice of Victims
February 15, 2025
in ମୁଖ୍ୟ ଖବର, ରାଜ୍ୟ
ଶ୍ରୀମନ୍ଦିର ନୀଳଚକ୍ରରେ ଲାଗିଲା ନୂଆ ଅକ୍ଷୟ ଦଣ୍ଡ

ଭୁବନେଶ୍ବର: ପୁରୀ ଶ୍ରୀମନ୍ଦିର ନୀଳଚକ୍ରରେ ଲାଗିଲା ନୂତନ ଅକ୍ଷୟ ଦଣ୍ଡ ।   ଚୂନରା ସେବାୟତଙ୍କ ଦ୍ୱାରା ନୀଳଚକ୍ରରେ ନୂତନ ଅକ୍ଷୟ ଦଣ୍ଡ ସ୍ଥାପନ ହୋଇଛି । ୧୭ ଫୁଟିଆ ନୂତନ ଅକ୍ଷୟ ଦଣ୍ଡ ସ୍ଥାପନ କରାଯାଇଛି । ନୀଳଚକ୍ରରେ ଲାଗିଥିବା ଅକ୍ଷୟ ଦଣ୍ଡ ଵା ପତିତପାବନ ବାନାକୁ ଧରି ରଖିଥିବା ବାଉଁଶ ଭାଙ୍ଗିଯାଇଥିଲା । ଗତକାଲି ଏଥିରେ ପତିତପାବନ ବାନା ବାନ୍ଧିବା ସମ୍ଭବପର ହୋଇନଥିଲା । ଏଥିପାଇଁ ଗତକାଲି କେବଳ ନୀଳଚକ୍ରରେ ବାନା ବାନ୍ଧିଥିଲେ ଚୁନରା ସେବକ । ଏହା ପରେ ଆଜି ନୂତନ ଅକ୍ଷୟ ଦଣ୍ଡ ସ୍ଥାପନ କରାଯାଇଛି । ପରମ୍ପରା ଅନୁଯାୟୀ ପ୍ରତ୍ୟେକ ଦିନ ବାନା ଅପରାହ୍ଣରେ ପରିବର୍ତ୍ତନ ହୁଏ । ତେବେ ଗତକାଲି ଚୁନରା ସେବାୟତ ବାନା ପରିବର୍ତ୍ତନ କରିବାକୁ ଗଲାବେଳେ ହଠାତ୍ ଏହି ବାଉଁଶର ଅକ୍ଷୟ ଦଣ୍ଡଟି ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଥିଲା । ଏଥିପାଇଁ ଦଧିନଉତିକୁ ଚଢ଼ିଥିବା ଚୁନରା ସେବାୟତ ଶ୍ରୀମନ୍ଦିର ଚୂଡ଼ାରେ ବାନା ବାନ୍ଧି ନପାରି ନୀଳଚକ୍ରରେ ସବୁ ବାନା ବାନ୍ଧିଥିଲେ ।

Post Views: 165
Share199Tweet124Send
Voice of Victims

Voice of Victims

Recent Posts

  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା
  • ଭାରତକୁ ପାକିସ୍ତାନର ଧମକ, ଦୁଃସାହସ କଲେ ଆମେ କୋଲକାତା ପର୍ଯ୍ୟନ୍ତ ଆକ୍ରମଣ କରିବୁ
  • ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀ ପ୍ରଭାବ, ୮ ତାରିଖ ଯାଏ କାଳବୈଶାଖୀ ସମ୍ଭାବନା
  • ‘ସ୍ୱ-ଗଣନା’ ପ୍ରକ୍ରିୟାରେ ଭାଗ ନେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଏଣିକି e-KYC ବିନା ମିଳିବନି ସିଲିଣ୍ଡର, ଓଡ଼ିଶାରେ ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In