• About Us
  • Contact Us
Friday, March 27, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ସାର୍ବଜନୀନ ହେବ ରତ୍ନଭଣ୍ଡାର ଅଳଙ୍କାର: ପୃଥ୍ୱୀରାଜ

by Voice of Victims
February 15, 2025
in ମୁଖ୍ୟ ଖବର, ରାଜ୍ୟ
ସାର୍ବଜନୀନ ହେବ ରତ୍ନଭଣ୍ଡାର ଅଳଙ୍କାର: ପୃଥ୍ୱୀରାଜ

ଭୁବନେଶ୍ୱର:ସାର୍ବଜନୀନ ହେବ ରତ୍ନଭଣ୍ଡାର ଅଳଙ୍କାର । ରତ୍ନଭଣ୍ଡାରରେ କେତେ ଅଳଙ୍କାର ରହିଛି ତାହାକୁ ରାଜ୍ୟ ସରକାର ସାର୍ବଜନୀନ କରିବେ । ଏନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ।  ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଛନ୍ତି ଯେ ଗଣତି ମଣତି ଶେଷ ହେବା ପରେ ଅଳଙ୍କାର ନେଇ ତଥ୍ୟ ଦିଆଯିବ । ମରାମତି କାର୍ଯ୍ୟ ଚାଲୁ ରହିଛି । ଶେଷ ହେବା ପରେ ଗଣତିମଣତି ହେବ । ଶେଷ ଥର ୧୯୭୮ରେ ରତ୍ନଭଣ୍ଡାର ଗଣତିମଣତି  ହୋଇଥିଲା ବୋଲି ମନ୍ତ୍ରୀ ଶ୍ରୀ ହରିଚନ୍ଦନ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି । 

Post Views: 78
Share198Tweet124Send
Voice of Victims

Voice of Victims

Recent Posts

  • ଉଲ୍ଲାସର ସହ ପାଳିତ ହେଉଛି ବାସନ୍ତୀ ପୂଜା
  • କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ପେଟ୍ରୋଲ୍‌ ଡିଜେଲ୍‌ ଉପରୁ କମିଲା ଏକ୍ସସାଇଜ୍‌ ଡ୍ୟୁଟି
  • ପଶ୍ଚିମ ଏସିଆ ସଙ୍କଟ : ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥାହେବେ ପ୍ରଧାନମନ୍ତ୍ରୀ ମୋଦି
  • ରାଜ୍ୟରେ କାଳବୈଶାଖୀର ତାଣ୍ଡବ, ଆଜି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ଆଜି ପବିତ୍ର ଶ୍ରୀରାମନବମୀ, ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପାରମ୍ପରିକ ସାହିଯାତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In