• About Us
  • Contact Us
Sunday, April 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଶ୍ରୀମନ୍ଦିର ନାମରେ ନକଲି ୱେବସାଇଟରେ ଠକେଇ, କାର୍ଯ୍ୟାନୁଷ୍ଠାନ ପାଇଁ କ୍ରାଇମବ୍ରାଞ୍ଚ ଡିଜିଙ୍କୁ ପତ୍ର

by Voice of Victims
February 16, 2025
in ମୁଖ୍ୟ ଖବର, ରାଜ୍ୟ
ଶ୍ରୀମନ୍ଦିର ନାମରେ ନକଲି ୱେବସାଇଟରେ ଠକେଇ, କାର୍ଯ୍ୟାନୁଷ୍ଠାନ ପାଇଁ କ୍ରାଇମବ୍ରାଞ୍ଚ ଡିଜିଙ୍କୁ ପତ୍ର

ଭୁବନେଶ୍ଵର: ପୁରୀ ଶ୍ରୀମନ୍ଦିର ପ୍ରଶାସନର ଭକ୍ତନିବାସ ଗୁଡିକ ନାମରେ ନକଲି ୱେବସାଇଟ୍ ଖୋଲି ଠକେଇ ଘଟଣା ନଜରକୁ ଆସିବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ କ୍ରାଇମବ୍ରାଞ୍ଚ ଡିଜିଙ୍କୁ ଅନୁରୋଧ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ। ଏନେଇ ଏକ ପତ୍ର ମାଧ୍ୟମରେ ମୁଖ୍ୟ ପ୍ରଶାସକ ଜଣାଇଛନ୍ତି ଯେ, ଶ୍ରୀମନ୍ଦିରର ନିଜସ୍ବ ୱେବସାଇଟ www.shreejagannatha.in ଏବଂ www.stayatpurijagannatha.in ମାଧ୍ୟମରେ ଭକ୍ତନିବାସ ଗୁଡିକର ବୁକିଂ ହୋଇ ଆସୁଅଛି। କିନ୍ତୁ କିଛି ଖଳବ୍ୟକ୍ତି ନକଲି ୱେବସାଇଟ୍ ତିଆରିକରି ଭକ୍ତନିବାସ ନାମରେ ଲୋକଙ୍କୁ ଠକେଇ କରିଥିବାର ପ୍ରମାଣ ପାଇଅଛି ଶ୍ରୀମନ୍ଦିର ପ୍ରଶାସନ। ଏପରିକି ଏକ ନକଲି ବ୍ୟାଙ୍କ ଆକାଉଣ୍ଟ ଖୋଲାଯାଇ ଏହି ଠକେଇ ପାଇଁ ଦେଣନେଣ ମଧ୍ୟ ହେଉଅଛି। ତେଣୁ ତୁରନ୍ତ ଏନେଇ ପଦକ୍ଷେପ ନେବାକୁ ଚିଠିରେ ଅନୁରୋଧ କରାଯାଇଛି। ଏହାସହିତ ପୂର୍ବରୁ ବିଭିନ୍ନ ଥାନାରେ ଦାଖଲ ହୋଇଥିବା ଏଫ୍.ଆଇ.ଆର୍ ଗୁଡିକର ତଥ୍ୟ ମଧ୍ୟ ସଂଲଗ୍ନ କରାଯାଇଅଛି।

Post Views: 149
Tags: Fraud on fake website in name of Shrimandir
Share202Tweet126Send
Voice of Victims

Voice of Victims

Recent Posts

  • ଅଙ୍ଗନବାଡ଼ି କେନ୍ଦ୍ରରୁ ଚୋରି, ଥାନାରେ ଏତଲା
  • ଶଙ୍ଖକ୍ଷେତ୍ର ଫାଉଣ୍ଡେସନ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ ପ୍ରସ୍ତୁତି ବୈଠକ
  • ବଜ୍ରକୋଟ ବିଦ୍ୟାଳୟରେ ଧୂମଧାମରେ ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ କାର୍ଯ୍ୟକ୍ରମ ପାଳିତ
  • ଅପ୍ରେଲ ୪ ଶହୀଦ ରଘୁ-ଦିବାକର ଙ୍କ ବଳିଦାନ ଦିବସ ରେ ରକ୍ତ ଦାନ ଶିବିର ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ
  • କଂଗ୍ରେସ ସାଂସଦ ଶଶି ଥରୁରଙ୍କ କାରକେଡ୍ ଉପରକୁ ଆକ୍ରମଣ, ଡ୍ରାଇଭର୍ ଏବଂ ସୁରକ୍ଷାକର୍ମୀ ଆହତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In