• About Us
  • Contact Us
Sunday, April 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ରାଜ୍ୟରେ ଆଇଏଏସ, ଆଇପିଏସ ମରୁଡ଼ି

by Voice of Victims
February 17, 2025
in ମୁଖ୍ୟ ଖବର, ରାଜ୍ୟ
ରାଜ୍ୟରେ ଆଇଏଏସ, ଆଇପିଏସ ମରୁଡ଼ି

ଭୁବନେଶ୍ୱର: ରାଜ୍ୟରେ ଆଇଏଏସ ଓ ଆଇପିଏସ ଅଧିକାରୀଙ୍କ ମରୁଡ଼ି । ଏକଥା ଆମେ କହୁନାହୁଁ । ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀଙ୍କ ଉତ୍ତର ଦେଖିଲେ ଏହା ପ୍ରମାଣିତ ହେଉଛି । କାରଣ ରାଜ୍ୟରେ ୬୬ଟି ଆଇଏଏସ ଓ ୬୯ଟି ଆଇପିଏସ ପଦବୀ ଖାଲିପଡ଼ିଛି । ବିଧାନସଭାରେ ବିଜେଡି ବିଧାୟକ ଅରୁଣ ସାହୁଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ଏହି ସୂଚନା ଦେଇଛନ୍ତି । ଏହାଛଡ଼ା ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋଟ ୨୪୮ ଆଇଏଏସ ମଧ୍ୟରୁ ୧୮୨ ଜଣ କାର୍ଯ୍ୟରତ ଅଛନ୍ତି । ୨୨ଜଣ ଆଇଏଏସ ଅଧିକାରୀ କେନ୍ଦ୍ରୀୟ ଡେପୁଟେସନରେ ଅଛନ୍ତି । ୧୯୫ ଆଇପିଏସ ପଦବୀ ମଧ୍ୟରୁ ୬୯ପଦବୀ ଖାଲି ପଡ଼ିଛି । ୧୦ ଆଇପିଏସ ଅଧିକାରୀ ୫ ବର୍ଷରୁ ଊଦ୍ଧ୍ୱର୍ ହେବ ଡେପୁଟେସନରେ ଅଛନ୍ତି । 

Post Views: 55
Tags: IAS
Share198Tweet124Send
Voice of Victims

Voice of Victims

Recent Posts

  • ଅଙ୍ଗନବାଡ଼ି କେନ୍ଦ୍ରରୁ ଚୋରି, ଥାନାରେ ଏତଲା
  • ଶଙ୍ଖକ୍ଷେତ୍ର ଫାଉଣ୍ଡେସନ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ ପ୍ରସ୍ତୁତି ବୈଠକ
  • ବଜ୍ରକୋଟ ବିଦ୍ୟାଳୟରେ ଧୂମଧାମରେ ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ କାର୍ଯ୍ୟକ୍ରମ ପାଳିତ
  • ଅପ୍ରେଲ ୪ ଶହୀଦ ରଘୁ-ଦିବାକର ଙ୍କ ବଳିଦାନ ଦିବସ ରେ ରକ୍ତ ଦାନ ଶିବିର ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ
  • କଂଗ୍ରେସ ସାଂସଦ ଶଶି ଥରୁରଙ୍କ କାରକେଡ୍ ଉପରକୁ ଆକ୍ରମଣ, ଡ୍ରାଇଭର୍ ଏବଂ ସୁରକ୍ଷାକର୍ମୀ ଆହତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In