• About Us
  • Contact Us
Saturday, April 4, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

କାଲିଠୁ ଆରମ୍ଭ ହେବ ‘ସୁଭଦ୍ରା ଶକ୍ତି’ ମେଳା, ରାଜ୍ୟବ୍ୟାପୀ ଏସ୍‌ଏଚ୍‌ଜି ମହିଳା ହେବେ ସାମିଲ୍‌

by Voice of Victims
February 21, 2025
in ମୁଖ୍ୟ ଖବର, ରାଜ୍ୟ
କାଲିଠୁ ଆରମ୍ଭ ହେବ ‘ସୁଭଦ୍ରା ଶକ୍ତି’ ମେଳା, ରାଜ୍ୟବ୍ୟାପୀ ଏସ୍‌ଏଚ୍‌ଜି ମହିଳା ହେବେ ସାମିଲ୍‌

ଭୁବନେଶ୍ୱର : କାଲିଠୁ ଆରମ୍ଭ ହେବ ‘ସୁଭଦ୍ରା ଶକ୍ତି’ ମେଳା । ଭୁବନେଶ୍ବରରେ ପ୍ରଥମ ଥର ପାଇଁ ଜନତା ମୈଦାନରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏଭଳି ଏକ ମେଳାର ଆୟୋଜନ କରାଯିବ ବୋଲି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ମେଳାରେ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଆସିଥିବା ସ୍ବୟଂ ସହାୟକ ଗୋଷ୍ଠୀ ଏବଂ ଉତ୍ପାଦକ ଗୋଷ୍ଠୀ ଅଂଶଗ୍ରହଣ କରିବା ସହ ପ୍ରାୟ ୩୦୦ ରୁ ଅଧିକ ଷ୍ଟଲ ମାଧ୍ୟମରେ ସ୍ବୟଂ ସହାୟକ ଗୋଷ୍ଠୀ ମାନଙ୍କ ଦ୍ବାରା ପ୍ରସ୍ତୁତ ସାମଗ୍ରୀର ପ୍ରଦର୍ଶନୀ ହେବା ସହିତ ବିକ୍ରି ହେବ । ମାର୍ଚ୍ଚ ୨ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ୯ ଦିନିଆ ପ୍ରଦର୍ଶନୀରେ ବିଭିନ୍ନ ପ୍ରକାରର ହସ୍ତଶିଳ୍ପ ଏବଂ ଅର୍ଗାନିକ୍ ଉତ୍ପାଦ ପ୍ରଦର୍ଶିତ ହେବ । ପୁରୀ,ମାଲକାନଗିରି,ସମ୍ୱଲପୁର ଏବଂ ବଲାଙ୍ଗିରରେ ଏକା ସାଙ୍ଗରେ ମେଳାର ଆୟୋଜନ କରାଯିବ । ଏହି କାର୍ଯ୍ୟକ୍ରମ ଗ୍ରାମୀଣ ମହିଳା ଉଦ୍ୟୋଗୀଙ୍କୁ କ୍ରେତା, ବ୍ୟବସାୟ ଏବଂ ବଜାର ସହିତ ସଂଯୋଗ କରିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ।

Post Views: 101
Tags: 'Subhadra Shakti' fair to start tomorrow
Share198Tweet124Send
Voice of Victims

Voice of Victims

Recent Posts

  • କଂଗ୍ରେସ ସାଂସଦ ଶଶି ଥରୁରଙ୍କ କାରକେଡ୍ ଉପରକୁ ଆକ୍ରମଣ, ଡ୍ରାଇଭର୍ ଏବଂ ସୁରକ୍ଷାକର୍ମୀ ଆହତ
  • ଖଡ଼ି ଛୁଆଁ ଓ ପ୍ରବେଶ ଉତ୍ସବ, ତଳେ ପିଲାଙ୍କ ସହ ବସି କଥାବାର୍ତ୍ତା ହେଲେ ମୁଖ୍ୟମନ୍ତ୍ରୀ
  • ପୁରୀ ବିମାନବନ୍ଦରକୁ ସର୍ତ୍ତ ସହ ଅନୁମତି; ମଞ୍ଜୁରୀ ପ୍ରଦାନ କଲା ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ
  • ଶିଶୁ ମନ୍ଦିର ରେ ପାଳିତ ହେଲା ଵିଦ୍ୟାରମ୍ଭ ଯଜ୍ଞ
  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In