• About Us
  • Contact Us
Tuesday, March 31, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ସୌରଭ ଗାଙ୍ଗୁଲିଙ୍କ କାରକୁ ଧକ୍କା ଦେଲା ଟ୍ରକ: ଅଳ୍ପକେ ବର୍ତ୍ତିଲେ ପୂର୍ବତନ ଭାରତୀୟ ଅଧିନାୟକ

by Voice of Victims
February 21, 2025
in ଦେଶ ବିଦେଶ, ମୁଖ୍ୟ ଖବର
ସୌରଭ ଗାଙ୍ଗୁଲିଙ୍କ କାରକୁ ଧକ୍କା ଦେଲା ଟ୍ରକ: ଅଳ୍ପକେ ବର୍ତ୍ତିଲେ ପୂର୍ବତନ ଭାରତୀୟ ଅଧିନାୟକ

ନୂଆଦିଲ୍ଲୀ: ପୂର୍ବତନ ଭାରତୀୟ ଅଧିନାୟକ ତଥା ବିସିସିଆଇର ପୂର୍ବତନ ସଭାପତି ସୌରଭ ଗାଙ୍ଗୁଲି ଏକ ସଡ଼କ ଦୁର୍ଘଟଣାର ଶିକାର ହୋଇଛନ୍ତି। ତେବେ ସୌଭାଗ୍ୟବଶତଃ ସୌରଭ ଗାଙ୍ଗୁଲି ସୁରକ୍ଷିତ ଅଛନ୍ତି। କୁହାଯାଉଛି ଯେ, ସୌରଭ ଗାଙ୍ଗୁଲି କୌଣସି ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ବର୍ଦ୍ଧମାନ ଯାଉଥିଲେ। ଏହି ସମୟରେ ହଠାତ୍ ତାଙ୍କ କାରକୁ ଏକ ଟ୍ରକ ଧକ୍କା ଦେଇଥିଲା। ଯାହା ଫଳରେ ଏହି ଦୁର୍ଘଟଣା ଘଟିଥିଲା। କିନ୍ତୁ ସୌଭାଗ୍ୟବଶତଃ ପୂର୍ବତନ ଭାରତୀୟ ଅଧିନାୟକଙ୍କ କୌଣସି କ୍ଷତି ହୋଇନାହିଁ, କିନ୍ତୁ ଗାଙ୍ଗୁଲିଙ୍କ ସାଥିରେ ଥିବା ଅନ୍ୟ ଦୁଇଟି କାରରେ ସାମାନ୍ୟ କ୍ଷୟକ୍ଷତି ହୋଇଥିବା ଜଣାଯାଇଛି।

Post Views: 94
Share198Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In