• About Us
  • Contact Us
Saturday, April 4, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ମାର୍ଚ୍ଚ ସୁଦ୍ଧା ସରିବ ନାହିଁ ଗଣତି ମଣତି: ଆଇନମନ୍ତ୍ରୀ

by Voice of Victims
February 24, 2025
in ମୁଖ୍ୟ ଖବର, ରାଜ୍ୟ
ମାର୍ଚ୍ଚ ସୁଦ୍ଧା ସରିବ ନାହିଁ ଗଣତି ମଣତି: ଆଇନମନ୍ତ୍ରୀ

ଭୁବନେଶ୍ବର: ମହାପ୍ରଭୃଙ୍କ ରତ୍ନଭଣ୍ଡାରର ଜିନିଷ ଏବେ ଗଣତିମଣତି ଶେଷ ହୋଇପାରିବ ନାହିଁ। ଏହି କଥା କହିଛନ୍ତି ଆଇନି ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ତାଙ୍କ କହିବା ଅନୁସାରେ ବର୍ତ୍ତମାନ ରତ୍ନଭଣ୍ଡାର ମରାମତି କାମ ଶେଷ ହୋଇପାରୁ ନାହିଁ। ପୂର୍ବରୁ ଯାହା ଆଶା କରାଯାଉଥିଲା ତାହାଠାରୁ ଅଧିକ କାମର ଆବଶ୍ୟକତା ରହିଛି। ତେଣୁ ମାର୍ଚ୍ଚ ସୁଦ୍ଧା ରତ୍ନଭଣ୍ଡାର ଜିନିଷ ଗଣତିମଣତି ଶେଷ ହୋଇପାରିବ ନାହିଁ। ମନ୍ତ୍ରୀ କହିଛନ୍ତି ଯେ, ଶ୍ରୀମନ୍ଦିର ରିତିନୀତି ଅନୁସାରେ ଭଣ୍ଡାର ଘର ମରାମତି ହେଉଛି। ରିତିନୀତିରୁ କିଛି ସମୟ ବାହାର କରାଯାଇ ମରାମତି କରାଯାଉଛି।  ଏ ନେଇ ଏଏସଆଇ ଓ ମନ୍ଦିର ପ୍ରଶାସନ ସହିତ ଆଲୋଚନା କରାଯାଇ କାର୍ଯ୍ୟ ହେଉଛି। ତେବେ ଆସନ୍ତା ରଥଯାତ୍ରା ପୂର୍ବରୁ ସମସ୍ତ କାର୍ଯ୍ୟ ଶେଷ ହେବ ବୋଲି ଆଶା କରାଯାଉଛି ବୋଲି ମନ୍ତ୍ରୀ କହିଛନ୍ତି।

Post Views: 55
Share198Tweet124Send
Voice of Victims

Voice of Victims

Recent Posts

  • କଂଗ୍ରେସ ସାଂସଦ ଶଶି ଥରୁରଙ୍କ କାରକେଡ୍ ଉପରକୁ ଆକ୍ରମଣ, ଡ୍ରାଇଭର୍ ଏବଂ ସୁରକ୍ଷାକର୍ମୀ ଆହତ
  • ଖଡ଼ି ଛୁଆଁ ଓ ପ୍ରବେଶ ଉତ୍ସବ, ତଳେ ପିଲାଙ୍କ ସହ ବସି କଥାବାର୍ତ୍ତା ହେଲେ ମୁଖ୍ୟମନ୍ତ୍ରୀ
  • ପୁରୀ ବିମାନବନ୍ଦରକୁ ସର୍ତ୍ତ ସହ ଅନୁମତି; ମଞ୍ଜୁରୀ ପ୍ରଦାନ କଲା ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ
  • ଶିଶୁ ମନ୍ଦିର ରେ ପାଳିତ ହେଲା ଵିଦ୍ୟାରମ୍ଭ ଯଜ୍ଞ
  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In