• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

 ଚିଲିକା ମଝିରେ ଦୁଇ ଘଣ୍ଟା ଧରି ଫସିଗଲେ କେନ୍ଦ୍ରମନ୍ତ୍ରୀ ପୁରୁଷୋତ୍ତମ ରୁପାଲା

by Voice of Victims
January 7, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
 ଚିଲିକା ମଝିରେ ଦୁଇ ଘଣ୍ଟା ଧରି ଫସିଗଲେ କେନ୍ଦ୍ରମନ୍ତ୍ରୀ ପୁରୁଷୋତ୍ତମ ରୁପାଲା

ଭୁବନେଶ୍ବର: ଆଜି ଅପରାହ୍ନରେ ଖୋର୍ଦ୍ଧା ଜିଲ୍ଲା ବଡ଼କୁଳଠାରୁ ସାତପଡ଼ା ବୋଟରେ ଯାଉଥିବା ସମୟରେ ଚିଲିକାରେ କେନ୍ଦ୍ର ମତ୍ସ୍ୟ, ପଶୁପାଳନ ଓ ଦୁଗ୍ଧ ବିକାଶ ମନ୍ତ୍ରୀ ପୁରୁଷୋତ୍ତମ ରୁପାଲାଙ୍କ ବୋଟଟି ଦୀର୍ଘସମୟ ଧରି ଫସି ଯାଇଥିବା ସୂଚନା ମିଳିଛି। ତାଙ୍କ ସହ ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର ମଧ୍ୟ ଉପସ୍ଥିତ ଥିଲେ। ପାଖାପାଖି ଦୀର୍ଘ ଦୁଇ ଘଣ୍ଟା ଧରି କେନ୍ଦ୍ର ମନ୍ତ୍ରୀ ଓ ବିଜେପି ନେତା ସମ୍ବିତ ପାତ୍ରଙ୍କ ଦୁଇ ଗୋଟି ବୋଟ ଚିଲିକା ଜଳ ମଧ୍ୟରେ ଫସି ରହିଥିବା ଜଣାପଡିଛି। ପରିଶେଷରେ ଅନ୍ୟ ଦୁଇ ଗୋଟି ବୋଟ ସେଠାରେ ପହଞ୍ଚି ସେମାନଙ୍କୁ ଉଦ୍ଧାର କରାଯାଇଥିଲା। ତେବେ ବୋଟ ମେସିନରେ ଦଳ ଫସିଯାଇଥିବାରୁ ଏପରି ହୋଇଥିବା ଶୁଣିବାକୁ ମିଳିଛି।

Post Views: 90
Tags: After being trapped in Chilika for two hours
Share199Tweet124Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In