• About Us
  • Contact Us
Monday, February 9, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଓଡ଼ିଶାରେ ଭୂମିକମ୍ପ, ଲାଗିଛି ହାଲକା ଝଟକା

by Voice of Victims
February 25, 2025
in ମୁଖ୍ୟ ଖବର, ରାଜ୍ୟ
ଓଡ଼ିଶାରେ ଭୂମିକମ୍ପ, ଲାଗିଛି ହାଲକା ଝଟକା

ଭୁବନେଶ୍ବର: ଓଡ଼ିଶାରେ ମୃଦୁ ଭୂକମ୍ପ ଝଟକା । ସକାଳ ୬ଟା୧୦ମିନିଟରେ ଭୂମିକମ୍ପ ଅନୂଭୁତ ହୋଇଛି । ବଙ୍ଗୋପସାଗରେ ଭୂକମ୍ପର କେନ୍ଦ୍ରସ୍ଥଳର ରହିଥିବାବେଳେ ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୫.୧ ରହିଛି । ଭୂକମ୍ପ ଝଟକାରେ ଥରିଲା ରାଜଧାନୀ ଭୁବନେଶ୍ବର । ୨ରୁ ୩ ସେକେଣ୍ଡ ଯାଏଁ ଭୂକମ୍ପ ପ୍ରଭାବ ଅନୁଭୂତ ହୋଇଥିଲା । ବଙ୍ଗୋପାସାଗରରେ ରହିଥିଲା ଭୂମିକମ୍ପର କେନ୍ଦ୍ରସ୍ଥଳ । ଓଡ଼ିଶାର ରାଜଧାନୀ ଭୁବନେଶ୍ବର, କଟକ, ବାଲେଶ୍ବର, ଅନୁଗୁଳ , ସମ୍ବଲପୁରରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଛି । ସେହିପରି ଓଡିଶା ବ୍ୟତୀତ ଦିଘା, କୋଲକତା, ଧାନବାଦ , ବିହାରର ଗୟା ଇତ୍ୟାଦି ଅଂଚଳରେ ଭୂକମ୍ପ ପ୍ରଭାବ ଅନୁଭୂତ ହୋଇଛି । ଏହି ଭୂକମ୍ପ ଯୋଗୁଁ କୌଣସି କ୍ଷୟକ୍ଷତି ହୋଇଥିବା ନେଇ ଖବର ବର୍ତ୍ତମାନ ସୁଦ୍ଧା ହସ୍ତଗତ ହୋଇନାହିଁ ।  ଭୂକମ୍ପ ପ୍ରଭାବରେ ଉପକୂଳ ଓଡ଼ିଶାରେ ସୁନାମୀ ଭୟ ରହିଥିବା ପାଣିପାଗ ବିଶେଷଜ୍ଞ କହିଛନ୍ତି । ଅନ୍ୟପକ୍ଷରେ ଭାରତ ଓ ବାଂଲାଦେଶରେ ମଧ୍ୟ ଭୂକମ୍ପର ପ୍ରଭାବ ଅନୁଭୂତ ହୋଇଛି ।

Post Views: 50
Tags: Earthquake in Odisha
Share198Tweet124Send
Voice of Victims

Voice of Victims

Recent Posts

  • କେନ୍ଦ୍ରୀୟ ବଜେଟ୍ ଓଡ଼ିଶା ପାଇଁ ବିକାଶର ନୂତନ ଦ୍ୱାର ଖୋଲିବ: ଧର୍ମେନ୍ଦ୍ର ପ୍ରଧାନ
  • ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର, ଏହି ୧୦ ଟି ଟ୍ରେନର ଟିକେଟ୍ ଭଡ଼ା ହେବ ଶସ୍ତା
  • କାର୍ ଦୁର୍ଘଟଣାରେ ପରିବାରର ୨ ମୃତ, ୪ ଲକ୍ଷ ଲେଖାଏ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ବିଜେଡିରୁ ନିଲମ୍ବିତ ହେଲେ କୃଷ୍ଣପ୍ରସାଦ ବ୍ଲକ ଅଧ୍ୟକ୍ଷ, ଦଳବିରୋଧ କାର୍ଯ୍ୟ ପାଇଁ ନିଲମ୍ବିତ
  • ଋଷିଆରେ ୪ ଭାରତୀୟ ଛାତ୍ରଙ୍କୁ ମରଣାନ୍ତକ ଆକ୍ରମଣ, ସମସ୍ତେ ଡାକ୍ତରଖାନାରେ ଭର୍ତ୍ତି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In