• About Us
  • Contact Us
Tuesday, March 31, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ସୁଦାନରେ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ, ୧୯ ମୃତ

by Voice of Victims
February 26, 2025
in ଦେଶ ବିଦେଶ, ମୁଖ୍ୟ ଖବର
ସୁଦାନରେ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ, ୧୯ ମୃତ

ନୂଆଦିଲ୍ଲୀ: ଓମଡୁରମାନ ସହରରେ ସୁଦାନର ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁଃଖଦ ଦୁର୍ଘଟଣାରେ ଅତି କମରେ ୧୯ ଜଣଙ୍କର ମୃତ୍ୟୁ ଘଟିଛି। ଆଜି ସାମରିକ ଏବଂ ସ୍ୱାସ୍ଥ୍ୟ ଅଧିକାରୀ ଏହି ସୂଚନା ଦେଇଛନ୍ତି। ସୂଚନା ଅନୁଯାୟୀ, ସେନାରେ ଦିଆଯାଇଥିବା ବିବୃତ୍ତିରେ କୁହାଯାଇଛି ଯେ ଏହି ଦୁର୍ଘଟଣାରେ ସାମରିକ କର୍ମଚାରୀ ଏବଂ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଛି। ଏହା ବ୍ୟତୀତ ଦୁର୍ଘଟଣାର ମୁଖ୍ୟ କାରଣ କ’ଣ ତାହା ମଧ୍ୟ କୁହାଯାଇ ନାହିଁ।

Post Views: 40
Tags: Military plane crashes in Sudan
Share198Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In