• About Us
  • Contact Us
Saturday, April 4, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଦଶମ ଶ୍ରେଣୀ ଛାତ୍ରୀ ମା ହେବା ଘଟଣା, ତଦନ୍ତ ପାଇଁ ସ୍କୁଲରେ ପହଞ୍ଚିଲେ ଆରଡିସି

by Voice of Victims
February 27, 2025
in ମୁଖ୍ୟ ଖବର, ରାଜ୍ୟ
ଦଶମ ଶ୍ରେଣୀ ଛାତ୍ରୀ ମା ହେବା ଘଟଣା, ତଦନ୍ତ ପାଇଁ ସ୍କୁଲରେ ପହଞ୍ଚିଲେ ଆରଡିସି

ଭୁବନେଶ୍ବର: ଦଶମ ଶ୍ରେଣୀ ଛାତ୍ରୀ ମାଆ ହେବା ଘଟଣାର ଆରଡିସି ତଦନ୍ତ । ତଦନ୍ତ ପାଇଁ ଆବାସିକ ବିଦ୍ୟାଳୟରେ ପହଞ୍ଚିଲେ ଆରଡିସି । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ସ୍ଥିତ ଆବାସିକ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ରୀ ମାଆ ହେବା ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ୍ । ଅଭିଯୁକ୍ତ ଦିଶାରିଗୁଡ଼ା ଗାଁର ସୁଶାନ୍ତ ଖିଲ୍ । ସୁଶାନ୍ତଙ୍କ ସହ ପୂର୍ବରୁ ପୀଡ଼ିତା ସମ୍ପର୍କରେ ଥିବା ପୋଲିସ୍ ପ୍ରାଥମିକ ତଦନ୍ତରୁ ଜଣା ପଡ଼ିଛି । ଗିରଫ ପରେ ସୁଶାନ୍ତଙ୍କୁ କୋର୍ଟ ଚାଲାଣ କରିଛି ଚିତ୍ରକୋଣ୍ଡା ପୋଲିସ୍ । ପୂର୍ବରୁ ଏହି ଘଟଣାରେ ଦାୟିତ୍ୱରେ ଅବହେଳା ପାଇଁ ସ୍କୁଲ୍ ମେଟ୍ରୋନ୍ ସୁଚିତ୍ରା ଚର୍ଚ୍ଚିଙ୍କୁ ଚାକିରିରୁ ବହିଷ୍କାର କରାଯାଇଥିବା ବେଳେ ଏଏନ୍ ଏମ୍ କବିତା କୁମାରୀ ପାତ୍ର ଓ ପ୍ରଧାନ ଶିକ୍ଷକ ଅଜିତ୍ କୁମାର ମାଡ଼କାମୀଙ୍କୁ ନିଲମ୍ବିତ କରାଯାଇଛି । ସୂଚନା ଅନୁସାରେ ଦଶମ ଛାତ୍ରୀ ଜଣଙ୍କ ହଷ୍ଟେଲରେ ରହି ପାଠ ପଢ଼ୁଛନ୍ତି ।  ସୋମବାର ମାଟ୍ରିକ୍ ପରୀକ୍ଷା ଦେବା ପରେ ଛାତ୍ରୀ ଜଣଙ୍କ ଅଚାନକ ଗାଏବ ହୋଇଯାଇଥିଲେ । ସ୍କୁଲ କର୍ତ୍ତୃପକ୍ଷ ଛାତ୍ରୀଙ୍କ ପରିବାର ଲୋକଙ୍କୁ ଏ ସମ୍ପର୍କରେ ଅବଗତ କରିବା ସହ ଛାତ୍ରୀ ନିଖୋଜ ଥିବା ନେଇ ଥାନାରେ ଏତଲା ଦେଇଥିଲେ ।  ଛାତ୍ରୀ ଜଣଙ୍କ ପରୀକ୍ଷା ଦେଇ ହଷ୍ଟେଲ ଫେରି ନଥିବାରୁ ଛାତ୍ରୀଙ୍କ ଘରକୁ ଫୋନ୍ କରି ଜଣାଇଥିଲେ ।  ପହଞ୍ଚିବା ପରେ ଝିଅ ସନ ୍ତାନ ଜନ୍ମ କରିଥିବା ଜାଣିବାକୁ ପାଇଥିଲେ ବାପା ମାଆ ।

Post Views: 46
Share197Tweet123Send
Voice of Victims

Voice of Victims

Recent Posts

  • କଂଗ୍ରେସ ସାଂସଦ ଶଶି ଥରୁରଙ୍କ କାରକେଡ୍ ଉପରକୁ ଆକ୍ରମଣ, ଡ୍ରାଇଭର୍ ଏବଂ ସୁରକ୍ଷାକର୍ମୀ ଆହତ
  • ଖଡ଼ି ଛୁଆଁ ଓ ପ୍ରବେଶ ଉତ୍ସବ, ତଳେ ପିଲାଙ୍କ ସହ ବସି କଥାବାର୍ତ୍ତା ହେଲେ ମୁଖ୍ୟମନ୍ତ୍ରୀ
  • ପୁରୀ ବିମାନବନ୍ଦରକୁ ସର୍ତ୍ତ ସହ ଅନୁମତି; ମଞ୍ଜୁରୀ ପ୍ରଦାନ କଲା ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ
  • ଶିଶୁ ମନ୍ଦିର ରେ ପାଳିତ ହେଲା ଵିଦ୍ୟାରମ୍ଭ ଯଜ୍ଞ
  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In