• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ସୁଭଦ୍ରାକୁ ନେଇ ବଡ଼ ଖବର; ଏକାଥରେ ମିଳିବ ସୁଭଦ୍ରାର ୩ କିସ୍ତି ଟଙ୍କା

by Voice of Victims
March 5, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ସୁଭଦ୍ରାକୁ ନେଇ ବଡ଼ ଖବର; ଏକାଥରେ ମିଳିବ ସୁଭଦ୍ରାର ୩ କିସ୍ତି ଟଙ୍କା

ଭୁବନେଶ୍ବର: ସୁଭଦ୍ରା ଯୋଜନରୁ ବଞ୍ଚିତ ହିତାଧିକାରୀଙ୍କୁ ଖୋଜିବାକୁ ହେବ ଡୋର ଟୁ ଡୋର ସର୍ଭେ । ମାର୍ଚ୍ଚ ୩୧ ତାରିଖରେ ଆବେଦନ ପ୍ରକ୍ରିୟାକୁ ବନ୍ଦ କରି ସର୍ଭେ କରିବେ ସରକାର । ଡୋର ଟୁ ଡୋର ଯାଇ ୱାନ ଟୁ ୱାନ ସର୍ଭେ କରିବେ ଅଧିକାରୀ । ଫିଲଡ଼ ଭେରିଫିକେସନ ପରେ ଯାହା ରହିଯିବ ରକ୍ଷା ବନ୍ଧନରେ ଏକସଙ୍ଗେ ୩ଟି କିସ୍ତି ମିଳିବ । ମାର୍ଚ୍ଚ ୩୧ ତାରିଖ ଆବେଦନର ଶେଷ ତାରିଖ । ସର୍ଭେ ସରିବା ଯାଏଁ ଆବେଦନ ପ୍ରକ୍ରିୟାକୁ ବନ୍ଦ କରାଯିବ ।

ଯେଉଁମାନେ ଯୋଗ୍ୟ ହିତାଧିକାରୀ ସେମାନେ, ଏକାଥରେ ସେମାନେ ସୁଭଦ୍ରାର ତିନୋଟି କିସ୍ତି ପାଇବେ । ଏବେ ସୁଦ୍ଧା ସୁଭଦ୍ରାରେ ୧ କୋଟି ୮ଲକ୍ଷ ମହିଳା ଆବେଦନ କରିଛନ୍ତି । ସେଥିରୁ ୫ଟି ପର୍ୟ୍ୟାୟରେ ପ୍ରାୟ କୋଟିଏ ୨୦ ହଜାର ମହିଳାଙ୍କୁ ପ୍ରଥମ କିସ୍ତି ଦିଆଯିବ । ଆସନ୍ତାକାଲି ୧ କୋଟି ପାର କରିବ ସୁଭଦ୍ରା ହିତାଧିକାରୀ ସଂଖ୍ୟା ।

Post Views: 140
Tags: Chief Minister's announcementodisha newsSubhadra Yojana will be implemented
Share200Tweet125Send
Voice of Victims

Voice of Victims

Recent Posts

  • ୭ଟି ଜିଲ୍ଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର, ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ
  • ବଡ଼ ଦୁର୍ଘଟଣାରୁ ଟଳିଲା, ଚେନ୍ନାଇ ସେଣ୍ଟ୍ରାଲ ଏକ୍ସପ୍ରେସ୍ ଲାଇନଚ୍ୟୁତ
  • ଆଜିଠୁ ନକ୍ସଲମୁକ୍ତ ହେଲା କୋରାପୁଟ ଜିଲ୍ଲା, ଦକ୍ଷିଣପଶ୍ଚିମାଞ୍ଚଳ ଡିଆଇଜି କନୱର ବିଶାଳ ସିଂହଙ୍କ ସୂଚନା
  • SIR କୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି, ପଶ୍ଚିମବଙ୍ଗ ସହିତ ଅନ୍ୟାୟ ହେଉଛି ବୋଲି କହିଲେ ମମତା ବାନାର୍ଜୀ
  • ଆଉ ଲୋକଙ୍କୁ ବାରମ୍ବାର ତହସିଲ ଅଫିସକୁ ଦୌଡ଼ିବାକୁ ପଡ଼ିବନି ହ୍ବାଟସଆପରେ ମିଳିବ ରାଜସ୍ବ ସେବା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In