• About Us
  • Contact Us
Saturday, May 9, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଜି ମିଳିବ ସୁଭଦ୍ରାର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା, କୋଟିଏ ଛୁଇଁବ ହିତାଧିକାରୀଙ୍କ ସଂଖ୍ୟା

by Voice of Victims
March 6, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ସୁଭଦ୍ରାକୁ ନେଇ ବଡ଼ ଖବର; ଏକାଥରେ ମିଳିବ ସୁଭଦ୍ରାର ୩ କିସ୍ତି ଟଙ୍କା

ଭୁବନେଶ୍ୱର: ଆଜି ସୁଭଦ୍ରା ଯୋଜନାରେ ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ସହାୟତା ରାଶି ପ୍ରଦାନ କରାଯିବ । ପଞ୍ଚମ ପର୍ଯ୍ୟାରେ ୨ ଲକ୍ଷ ୩୦ ହଜାରରରୁ ଅଧିକ ନୂଆ ହିତାଧିକାରୀଙ୍କୁ ସହାୟତା ରାଶି ମିଳିବ । ଏଥିସହ ଆଜି ସୁଦ୍ଧା ସୁଭଦ୍ରା ହିତାଧିକାରୀଙ୍କ ସଂଖ୍ୟା କୋଟିଏ ପାର କରିବ । ଆସନ୍ତା ୮ ତାରିଖରେ ସୁଭଦ୍ରାର ଦ୍ବିତୀୟ କିସ୍ତି ସହାୟତା ରାଶି ଦିଆଯିବ । ସୁଭଦ୍ରାରୁ ବଞ୍ଚିତ ହିତାଧିକାରୀଙ୍କୁ ଖୋଜିବାକୁ ହେବ ଡୋର ଟୁ ଡୋର ସର୍ଭେ । ମାର୍ଚ୍ଚ ୩୧ରେ ଆବେଦନ ପ୍ରକ୍ରିୟାକୁ ବନ୍ଦ କରି ସର୍ଭେ କରିବେ ସରକାର । ଘରକୁ ଘର ଯାଇ ସର୍ଭେ କରିବେ ଅଧିକାରୀ । ସୁଭଦ୍ରାରେ ହିତାଧିକାରୀଙ୍କୁ ବର୍ଷକୁ ଦୁଇଟି କିସ୍ତିରେ ୫ ହଜାର ଲେଖାଏ ୧୦ ହଜାର ଟଙ୍କା ପ୍ରଦାନ କରାଯାଉଛି ।

ଗତ ଫେବ୍ରୁଆରୀ ୮ ତାରିଖରେ ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିଥିଲା । ୧୮ ଲକ୍ଷରୁ ଅଧିକ ମହିଳାଙ୍କ ଖାତାକୁ ଟଙ୍କା ପଠାଇଥିଲେ ରାଜ୍ୟ ସରକାର । ଏହାକୁ ମିଶାଇ ଗତ ୭ ମାସରେ ୯୮ ଲକ୍ଷରୁ ଅଧିକ ମହିଳା ହିତାଧିକାରୀ ଉପକୃତ ହୋଇସାରିଛନ୍ତି । ଏହାସହ ରାଜ୍ୟବ୍ୟାପି ୯୮ ଲକ୍ଷ ୩୦ ହଜାର ୯୩୪ ଜଣ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରାଯାଇଛି ।

Post Views: 59
Tags: latest newsodisha governmentodisha newssubhadra yojana
Share198Tweet124Send
Voice of Victims

Voice of Victims

Recent Posts

  • ବିଜୟଙ୍କ ଟିଭିକେକୁ ସମର୍ଥନ ଜଣାଇଲା ସିପିଆଇ, ସିପିଏମ୍ ଏବଂ ଭିସିକେ, ମୁଖ୍ୟମନ୍ତ୍ରୀ ହେବ ବିଜୟ
  • ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ହେବେ ଶୁଭେନ୍ଦୁ ଅଧିକାରୀ, ଆସନ୍ତାକାଲି ୧୧ଟାରେ ଶପଥ ଗ୍ରହଣ
  • ବେଙ୍ଗଲରେ ପରାଜୟ ପରେ ମମତାଙ୍କୁ ଭେଟିଲେ ଅଖିଳେଶ, ବଢାଇଲେ ମନୋବଳ
  • ବିଜେପି ସରକାର ଓଡ଼ିଶା ପାଇଁ ବଡ଼ ବୋଝ କହିଲେ ନବୀନ
  • ଶେଷ ହେଲା ତାମିଲନାଡୁ ସସ୍ପେନ୍ସ!: ‘ବିଜୟ’ ସରକାର ପାଇଁ ସବୁଜ ସଙ୍କେତ ଦେଲେ ରାଜ୍ୟପାଳ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In