• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଅମଲାମଞ୍ଚ ର ଚେତାବନୀ: ୧୯ରେ ପୁଣି ସମୂହ ଛୁଟି ଆନ୍ଦୋଳନ

by Voice of Victims
January 8, 2024
in ମୁଖ୍ୟ ଖବର, ରାଜ୍ୟ
ଅମଲାମଞ୍ଚ ର ଚେତାବନୀ: ୧୯ରେ ପୁଣି ସମୂହ ଛୁଟି ଆନ୍ଦୋଳନ

ଭୁବନେଶ୍ଵର: ଆସନ୍ତା ୧୯ ତାରିଖରେ ପୁଣିଥରେ ଅମଲାମଞ୍ଚ ଆନ୍ଦୋଳନକୁ ଓହ୍ଳାଇବ। ଏକମାତ୍ର ଦାବି ପୂରଣ ହୋଇନଥିବାରୁ ଆନ୍ଦୋଳନକୁ ଓହ୍ଲାଇବା ପାଇଁ ଅମଲାମଞ୍ଚ ନିଷ୍ପତ୍ତି ନେଇଛି। କନିଷ୍ଠ ସହାୟକଙ୍କ ଦରମା ୪୨୦୦ ଗ୍ରେଡ ପେ’ ପୂରଣ ପାଇଁ ରାଜ୍ୟ ସରକାରଙ୍କ ନିକଟରେ ବାରମ୍ବାର ଦାବି କରିବା ସତ୍ତ୍ୱେ ପ୍ରତିଶ୍ରୁତି ପୂରଣ ହୋଇପାରି ନାହିଁ। ତେଣୁ ଜିଲ୍ଲା ସ୍ତରୀୟ ଅମଲା ମଞ୍ଚ ଆନ୍ଦୋଳନକୁ ଓହ୍ଲାଇବା ପାଇଁ ଚେତାବନୀ ଦେଇଛି। ଆସନ୍ତା ୧୫ ତାରିଖ ଯାଏଁ ଏହି ଏକମାତ୍ର ଦାବି ପୂରଣ ନହଲେ ଅମଲାମଞ୍ଚ ୧୯ ତାରିଖରୁ ଆନ୍ଦୋଳନ କରିବ ବୋଲି ଘୋଷଣା କରିଛି। ସେହିଦିନ ଠାରୁ ଅମଲାମଞ୍ଚର ସ୍ଥଗିତ ଥିବା ସମୂହ ଛୁଟି ଆନ୍ଦୋଳନ ପୁଣିଥରେ ଆରମ୍ଭ ହେବ ବୋଲି ମଞ୍ଚ ପକ୍ଷରୁ କୁହାଯାଇଛି। ତେବେ ସରକାରଙ୍କ ସହ ଯୋଗସୂତ୍ର ପାଇଁ ଏକ ୧୦ ଜଣିଆ କମିଟି ଗଠନ କରାଯାଇଛି। କର୍ମଚାରୀ ଭବନରେ ଅନୁଷ୍ଠିତ ବୈଠକରେ ନାରାୟଣ ଦଶଙ୍କ ଅଧ୍ୟକ୍ଷତାରେ ଏନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଯେଉଁଥିରେ ଏହି ନିଷ୍ପତ୍ତି ନିଆଯାଇଛି।

Post Views: 43
Share197Tweet123Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In