• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆକାଉଣ୍ଟକୁ ଆସିଲା ସୁଭଦ୍ରା ଟଙ୍କା: ଖୁସି ହେଲେ ମହିଳା

by Voice of Victims
March 6, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ଆକାଉଣ୍ଟକୁ ଆସିଲା ସୁଭଦ୍ରା ଟଙ୍କା: ଖୁସି ହେଲେ ମହିଳା

ଭୁବନେଶ୍ୱର: ହିତାଧିକାରୀଙ୍କ ପାଇଁ ଖୁସି ଖବର । ଆକାଉଣ୍ଟକୁ ଆସିଲା ସୁଭଦ୍ରା ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା। ପାଖାପାଖି ୨ ଲକ୍ଷ ୩୦ ହଜାରରୁ ଅଧିକ ହିତାଧିକାରୀ ଏହି ଟଙ୍କା ପାଇଥିବା ନେଇ ପ୍ରାଥମିକ ଭାବରେ ସୂଚନା ମିଳିଛି । ଦିନ ୧୨.୩୦ରେ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି । ଏହାସହ ଆଉ ଦିନକ ପରେ ପୁଣି ଥରେ ସୁଭଦ୍ରା ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତିର ଟଙ୍କା ମିଳିବ ।

ସେପଟେ, ଏହିମାସ ୩୧ରେ ଆବେଦନ ଗ୍ରହଣ ବନ୍ଦ କରି ସୁଭଦ୍ରାରୁ ବଞ୍ଚିତ ହୋଇଥିବା ମହିଳାଙ୍କୁ ଖୋଜିବାକୁ ସର୍ଭେ କରିବେ ରାଜ୍ୟ ସରକାର । ସୂଚନା ଅନୁସାରେ, ଡୋର୍ ଟୁ ଡୋର୍ ବୁଲି ହିତାଧିକାରୀଙ୍କ ସର୍ଭେ କରାଯିବାର ବ୍ୟବସ୍ଥା ହୋଇଛି । ପୂର୍ବ ସୂଚନା ଅନୁସାରେ, ପଞ୍ଚମ ପର୍ଯ୍ୟାୟ ପରେ ବି ରାକ୍ଷୀ ପୂର୍ଣ୍ଣିମାରେ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଏକା ବେଳେ ୩ଟି କିସ୍ତିର ଟଙ୍କା ଅର୍ଥାତ୍‌ ୧୫ ହଜାର ଟଙ୍କା । ସୁଭଦ୍ରାରୁ ମହିଳାଙ୍କୁ ନିଜ ସହ ଯୋଡି ହୋଇ ରଖିବାକୁ ଅନ୍ତର୍ଜାତୀୟ ମହିଳା ଦିବସରେ ବଡ଼ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି ସରକାର । ୮ ତାରିଖ ଯାଏଁ ପଞ୍ଚାୟତ ସ୍ତରରେ ଚାଲିବ କାର୍ଯ୍ୟକ୍ରମ ।

Post Views: 182
Tags: odisha newssubhadra yojana
Share198Tweet124Send
Voice of Victims

Voice of Victims

Recent Posts

  • ସିଭିଲ୍ ସର୍ଭିସେସ୍ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ବଦଳିଲା UPSC ନିୟମ
  • ରାଜସ୍ଥାନରେ ହନିମୁନ୍ ମର୍ଡର ୨.୦, ସ୍ବାମୀକୁ ମାରିବାକୁ ପତ୍ନୀ ରଚିଥିଲା ଭୟଙ୍କର ଷଡ଼ଯନ୍ତ୍ର
  • ୭ଟି ଜିଲ୍ଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର, ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ
  • ବଡ଼ ଦୁର୍ଘଟଣାରୁ ଟଳିଲା, ଚେନ୍ନାଇ ସେଣ୍ଟ୍ରାଲ ଏକ୍ସପ୍ରେସ୍ ଲାଇନଚ୍ୟୁତ
  • ଆଜିଠୁ ନକ୍ସଲମୁକ୍ତ ହେଲା କୋରାପୁଟ ଜିଲ୍ଲା, ଦକ୍ଷିଣପଶ୍ଚିମାଞ୍ଚଳ ଡିଆଇଜି କନୱର ବିଶାଳ ସିଂହଙ୍କ ସୂଚନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In