• About Us
  • Contact Us
Saturday, August 15, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

AIIMSରେ ଭର୍ତ୍ତି ହେଲେ ଉପରାଷ୍ଟ୍ରପତି ଧନକଡ; ନିଃଶ୍ବାସ ନେବାରେ କଷ୍ଟ ଅନୁଭବ କରୁଥିବା ସୂଚନା

by Voice of Victims
March 9, 2025
in ଦେଶ ବିଦେଶ, ମୁଖ୍ୟ ଖବର
AIIMSରେ ଭର୍ତ୍ତି ହେଲେ ଉପରାଷ୍ଟ୍ରପତି ଧନକଡ; ନିଃଶ୍ବାସ ନେବାରେ କଷ୍ଟ ଅନୁଭବ କରୁଥିବା ସୂଚନା

ଦିଲ୍ଲୀ: ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି ଉପରାଷ୍ଟ୍ରପତି ଜଗଦୀପ ଧନକଡ । ଛାତିରେ ଯନ୍ତ୍ରଣା, ନିଃଶ୍ବାସ ନେବାରେ ସମସ୍ୟା ଦେଖାଯିବାରୁ ତାଙ୍କୁ ଏମ୍ସର କ୍ରିଟିକାଲ କେୟାର ୟୁନିଟରେ ଭର୍ତ୍ତି କରାଯାଇଛି । ବିଳମ୍ବିତ ରାତିରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପହେବାରୁ ତାଙ୍କୁ ହସ୍ପିଟାଲ ନିଆଯାଇଥିଲା । ତେବେ ଦିଲ୍ଲୀ ଏମ୍ସ କାର୍ଡିଓଲୋଜି ମୁଖ୍ୟ ଡାକ୍ତର ରାଜୀବ ନାରାଙ୍ଗଙ୍କ ତତ୍ତ୍ବାବଧାନରେ ଧନକଡଙ୍କୁ ଚିକିତ୍ସାରେ ରଖାଯାଇଛି ।  ବିଶେଷ କିଛି ତଥ୍ୟ ହସ୍ତଗତ ହୋଇନାହିଁ । 

କିଛି ଦିନ ଧରି ସଂସଦୀୟ ବ୍ୟାପାରକୁ ନେଇ ଚର୍ଚ୍ଚାରେ ରହିଆସୁଛନ୍ତି ଧନକଡ ।  ନିକଟରେ ଗୃହ କାର୍ୟ୍ୟ ଚାଲିଥିବାବେଳେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ କୁମ୍ଭମେଳାରେ ମୃତକଙ୍କୁ ଶ୍ରଦ୍ଧାଞ୍ଜଳୀ ଦେବା ସହ ଦଳାଚକଟାରେ ହଜାରେ ଲୋକଙ୍କ ଜୀବନ ଯାଇଥିବା କହିଥିଲେ । ଏହାକୁ ବିରୋଧ କରି ସତ୍ତା ଦଳର ସାଂସଦମାନେ ହୋହାଲ୍ଲା କରିବା ସହ ଏଭଳି ବୟାନକୁ ବଦଳାଇବାକୁ କହିଥିଲେ ଉପରାଷ୍ଟ୍ରପତି ଜଗଦୀପ ଧନକଡ । ଏହାକୁ ନେଇ ଗୃହରେ ତୁମ୍ବିତୋଫାନ ହୋଇଥିଲା। ଧନକଡଙ୍କ ଇସ୍ତଫା ଯାଏଁ ବି କଥା ଯାଇଥିଲା।  

Post Views: 52
Share198Tweet124Send
Voice of Victims

Voice of Victims

Recent Posts

  • ପତଞ୍ଜଳି ଯୋଗପୀଠ ପକ୍ଷରୁ ସ୍ବାଧୀନତା ଦିବସ ପାଳନ
  • ଇଣ୍ଡୋନେସିଆରେ ୭.୭ ତୀବ୍ରତାର ଭୂକମ୍ପ, ୨ ମୃତ, ସୁନାମି ସତର୍କତା ଜାରି
  • ଲଘୁଚାପ ପରେ ପୁଣି ଲଘୁଚାପ, ରାଜ୍ୟର ୩୦ ଜିଲ୍ଲାକୁ ବର୍ଷା ସତର୍କତା
  • ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ, କହିଲେ…
  • ସ୍ୱାଧୀନତା ଦିବସରେ ଓଡ଼ିଶାକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ମାଗଣା ଶିକ୍ଷାରୁ ଏଆଇ ଟ୍ରେନିଂ, ଆସିବ ୪ ମେଡିକାଲ କଲେଜ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In