• About Us
  • Contact Us
Wednesday, April 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଚାମ୍ପିଅନ୍ସ ଟ୍ରଫି ମହା ଲଢେଇ: ଭାରତକୁ ୨୫୨ ରନର ଟାର୍ଗେଟ ଦେଲା ନ୍ୟୁଜିଲ୍ୟାଣ୍ଡ

by Voice of Victims
March 9, 2025
in ଦେଶ ବିଦେଶ, ମୁଖ୍ୟ ଖବର
ଚାମ୍ପିଅନ୍ସ ଟ୍ରଫି ମହା ଲଢେଇ: ଭାରତକୁ ୨୫୨ ରନର ଟାର୍ଗେଟ ଦେଲା ନ୍ୟୁଜିଲ୍ୟାଣ୍ଡ

ନୂଆଦିଲ୍ଲୀ: ଆଜି ୨୦୨୫ ଚାମ୍ପିଅନ୍ସ ଟ୍ରଫିର ମହା ଲଢେଇ ଭାରତ-ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଜାରି ରହିଛି। ନ୍ୟୁଜିଲ୍ୟାଣ୍ଡ ପ୍ରଥମେ ବ୍ୟାଟିଂ କରି ସାତ ୱିକେଟ ହରାଇ ୨୫୧ ରନ କରିଛି। ତେବେ ଭାରତକୁ ୨୦୨୫ ଚାମ୍ପିଅନ୍ସ ଟ୍ରଫି ହାସଲ କରିବା ପାଇଁ ୫୦ ଓଭରରେ ୨୫୨ ରନ ଆବଶ୍ୟକ।

ନ୍ୟୁଜିଲ୍ୟାଣ୍ଡ ପକ୍ଷରୁ ଡାରେଲ ମିଚେଲ ସର୍ବାଧିକ ୬୩ ରନ କରିଥିବା ବେଳେ ମିଚେଲ ବ୍ରେସୱେଲ ଅପରାଜିତ ୫୩ ରନର ଅର୍ଦ୍ଧଶତକୀୟ ପାଳି ଖେଳିଛନ୍ତି। ତେବେ ଭାରତ ପକ୍ଷରୁ ବରୁଣ ଚକ୍ରବର୍ତ୍ତୀ ଏବଂ କୁଲଦୀପ ଯାଦବ ଦୁଇଟି ଲେଖାଏଁ ୱିକେଟ ନେଇଥିବା ବେଳେ ମହମ୍ମଦ ଶାମି ଏବଂ ରବୀନ୍ଦ୍ର ଜାଡ଼େଜା ଗୋଟିଏ ଲେଖାଏଁ ୱିକେଟ ନେଇଛନ୍ତି।

Post Views: 48
Share198Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In