• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ରାଜ୍ୟରେ ରହିଛନ୍ତି ୩୭୩୮ ବାଂଲାଦେଶୀ ଅନୁପ୍ରବେଶକାରୀ

by Voice of Victims
March 10, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ଫେବ୍ରୁଆରୀ ୧୩ରୁ ବିଧାନସଭାର ବଜେଟ୍ ଅଧିବେଶନ

ଭୁବନେଶ୍ୱର: ଓଡ଼ିଶା ପୋଲିସର ସ୍ପେଶାଲ୍ ଟାସ୍କ ଫୋର୍ସ ଦ୍ୱାରା ଭୁବନେଶ୍ୱରରେ ଦଶ ଜଣ ବାଂଲାଦେଶୀ ନାଗରିକଙ୍କୁ ଗିରଫ କରିବା ପରେ ରାଜ୍ୟରେ ଏକ ବଡ଼ ଧରଣର ଅନୁପ୍ରବେଶ ରାକେଟ୍ କାର୍ଯ୍ୟ କରୁଥିବାର ସମ୍ଭାବନା ଦେଖାଦେଇଛି। ଏନେଇ ପୋଲିସ ତଦନ୍ତ ଆରମ୍ଭ କରିଥିବା ବେଳେ ରାଜ୍ୟରେ ଅବୈଧ ଭାବରେ ରହୁଥିବା ବାଂଲାଦେଶୀଙ୍କ ସଂଖ୍ୟା ସମ୍ପର୍କରେ ସରକାରୀ ତଥ୍ୟ ଚିନ୍ତାଜନକ ବୋଲି ଜଣାପଡିଛି।

ରାଜ୍ୟ ବିଧାନସଭାରେ ସୋମବାର ଦିନ ଉପସ୍ଥାପିତ ସଦ୍ୟତମ ପରିସଂଖ୍ୟାନ ଅନୁଯାୟୀ, ସାରା ରାଜ୍ୟରେ ମୋଟ ୩୭୩୮ ବାଂଲାଦେଶୀ ନାଗରିକଙ୍କୁ ଚିହ୍ନଟ କରାଯାଇଛି। ଏହି ବାଂଲାଦେଶୀମାନଙ୍କୁ ଦେଶାନ୍ତର କରିବା ବିଚାରାଧୀନ ଅଛି।

ରାଜ୍ୟରେ ଅବୈଧ ଭାବରେ ରହୁଥିବା ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ କରି ସେମାନଙ୍କୁ ଦେଶାନ୍ତର କରିବା ପାଇଁ ସରକାର ଗ୍ରହଣ କରୁଥିବା ପଦକ୍ଷେପ ବିଷୟରେ ଗୃହରେ ପ୍ରକାଶ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

Post Views: 39
Share197Tweet123Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In