• About Us
  • Contact Us
Sunday, August 9, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆସନ୍ତାକାଲିଠୁ ରାଜ୍ୟରେ ବର୍ଷା ସମ୍ଭାବନା; ଓ୍ବାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

by Voice of Victims
March 18, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ସାରା ରାଜ୍ୟରେ ସକ୍ରିୟ ହେଲା ମୌସୁମୀ

ଭୁବନେଶ୍ୱର: ତାତିରୁ ମିଳିବ ଆଶ୍ୱସ୍ତି । ଆସୁଛି କାଳବୈଶାଖୀ । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ୧୯ ତାରିଖରୁ ୨୨ ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ଏବଂ ପବନ ପାଇଁ ସତର୍କତା ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ ।

ପବନର ବେଗ ସର୍ବାଧିକ ଘଣ୍ଟାପ୍ରତି ୭୦ କିଲୋମିଟର ହେବ ବୋଲି ଆକଳନ କରାଯାଇଛି । କାଳବୈଶାଖୀ ସମୟରେ କିଛି ଅଞ୍ଚଳରେ କୁଆପଥର ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ପାଣିପାଗ ବିଭାଗ ମୁତାବକ ୨୦ ରୁ ୨୨ ତାରିଖ ଯାଏ କାଳେବଶାଖୀର ଅଧିକ ପ୍ରଭାବ ଦେଖିବାକୁ ମିଳିବ । ଓଡିଶା ଉପକୂଳସ୍ଥ ବଙ୍ଗୋପସାଗର ଅଞ୍ଚଳରେ ଗୁରୁଚାପ ପ୍ରଭାବରେ ରାଜ୍ୟକୁ ପ୍ରଚୁର ଜଳୀୟବାଷ୍ପ ପ୍ରବେଶ କରିବ । ଏହି ସମୟ ମଧ୍ୟରେ ବାୟୁମଣ୍ଡଳର ଉପର ଭାଗରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବାବେଳେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଉଷ୍ମ ପବନ ସଂସ୍ପର୍ଶରେ ଆସିଲେ କାଳବୈଶାଖୀ ସୃଷ୍ଟି ହେବାର ସମ୍ଭାବନା ରହିଛି ।

ଯାହା ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଆସିବା ପରେ ଝଡ଼ ପବନ ସାଙ୍ଗକୁ ବର୍ଷା କରାଇବ। ଏହାସହ ଉପରିଭାଗରେ ନିମ୍ନ ଚାପରେଖାର ଉପସ୍ଥିତି କାଳବୈଶାଖୀ ପାଇଁ ଅତ୍ୟନ୍ତ ଅନୁକୂଳ ହେବ । ଫଳରେ ୧୯ରେ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶର, ମୟୂରଭଞ୍ଜରେ ଝଡ଼ପବନ ସହ ବର୍ଷା ସମ୍ଭାବନା ନେଇ ୟେଲୋ ଓ୍ବାର୍ଣ୍ଣିଂ ପାଣିପାଗ ବିଭାଗ ଜାରି କରିଛି ।

Post Views: 87
Share198Tweet124Send
Voice of Victims

Voice of Victims

Recent Posts

  • ଭୁବନେଶ୍ବରରେ ତ୍ରିରଙ୍ଗା ପଦଯାତ୍ରା, ସାମିଲ ହେଲେ ମୁଖ୍ୟମନ୍ତ୍ରୀ
  • ଖୋଲିଲା ହୀରାକୁଦର ଆଉ ୪ ଗେଟ୍, ୧୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ
  • ଯୁବକଙ୍କୁ ଧକ୍କା ଦେଲା କଶ୍ମୀର ଉପମୁଖ୍ୟମନ୍ତ୍ରୀଙ୍କ କାରକେଡ୍, ଯୁବକଙ୍କ ମୃତ୍ୟୁ
  • ଫୁକେଟ୍-ଦିଲ୍ଲୀ ବିମାନରେ ଭୟଙ୍କର ଟର୍ବୁଲାନ୍ସ ଘଟଣା, ପାଇଲଟଙ୍କ ଡୋପ୍ ଟେଷ୍ଟ ପଜେଟିଭ୍
  • ମୋଦିଙ୍କୁ ଫୋନ୍ କଲେ ଜେଡି ଭାନ୍ସ, ଆହୁରି ମଜଭୁତ ହେବ ଭାରତ-ଆମେରିକା ସମ୍ପର୍କ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In