• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ରାଜ୍ୟ ସରକାରଙ୍କ ଘୋଷଣା; ରାଜ୍ୟରେ ଏପ୍ରିଲ ୨ ରୁ ହେବ ସକାଳୁଆ ସ୍କୁଲ

by Voice of Victims
March 19, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ଏଣିକି ପ୍ରଥମ ଶ୍ରେଣୀରେ ନାମ ଲେଖା ପାଇଁ ୬ବର୍ଷ ବୟସ ହେବା ଜରୁରୀ

ଭୁବନେଶ୍ୱର: ଅପ୍ରେଲ ୨ ତାରିଖରୁ ଆରମ୍ଭ ହେବ ସକାଳୁଆ ସ୍କୁଲ । ଗ୍ରୀଷ୍ମ ପ୍ରବାହକୁ ଆଖିରେ ରଖି ସକାଳୁଆ ସ୍କୁଲ ଖୋଲିବାକୁ ଘୋଷଣା କଲେ ରାଜ୍ୟ ସରକାର । ପ୍ରେସମିଟ କରି ଏହି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ଗ୍ରୀଷ୍ମ ପ୍ରବାହକୁ ଆଖିରେ ରଖି ରାଜ୍ୟ ସରକାର ଅଂଶୁଘାତର ମୁକାବିଲା କରିବା ପାଇଁ ସଂପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ବିଦ୍ୟାଳୟ, ସମେତ ସବୁ ସ୍ଥାନରେ ପର୍ଯ୍ୟାପ୍ତ ପରିମାଣର ପାନୀୟ ଜଳ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ସରକାର ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱ ଦେଉଛନ୍ତି ।

ଏହାକୁ ଆଖିରେ ରଖି ଆବଶ୍ୟକୀୟ ସମସ୍ତ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ। ଗତକାଲି ସକାଳୁ ଅଙ୍ଗନୱାଡି କେନ୍ଦ୍ର ଖୋଲିବାକୁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ । ସକାଳୁଆ ସ୍କୁଲ ଆରମ୍ଭ ପାଇଁ ଏସଓପି ଆଣିବାକୁ କହିଥିଲେ ମୁଖମନ୍ତ୍ରୀ । ଆଜି ସକାଳ ୭ଟାରୁ ଦିନ ୯ଟା ଯାଏଁ ସାରା ରାଜ୍ୟରେ ଅଙ୍ଗନୱାଡି କେନ୍ଦ୍ର ଖୋଲିଥିଲା । 

Post Views: 75
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In