• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଉତ୍କଳ ଦିବସରୁ ଭୁବନେଶ୍ୱରରୁ ଗୋଆକୁ ଉଡିବ ବିମାନ

by Voice of Victims
March 20, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ଉତ୍କଳ ଦିବସରୁ ଭୁବନେଶ୍ୱରରୁ ଗୋଆକୁ ଉଡିବ ବିମାନ

ଭୁବନେଶ୍ବର: ବିମାନ ସେବା କ୍ଷେତ୍ରରେ ନୂଆ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି । ଭୁବନେଶ୍ୱରରୁ ଗୋଆକୁ ଆରମ୍ଭ ହେବ ବିମାନ ସେବା । ଏପ୍ରିଲ୍‌ ୧ ତାରିଖ ଠାରୁ ଓଡ଼ିଶାରୁ ଗୋଆକୁ ସିଧାସଳଖ ବିମାନ ସେବା ଉପଲବ୍ଧ ହେବ ।

ଅପ୍ରେଲ୍‌ ୧ ତାରିଖ ଠାରୁ ପ୍ରତି ମଙ୍ଗଳବାର, ବୁଧବାର, ଗୁରୁବାର ଓ ଶନିବାର ଚାରି ଦିନ ଭୁବନେଶ୍ବରରୁ ଗୋଆକୁ ବିମାନ ଚଳାଚଳ କରିବ । ରାଜ୍ୟ ସରକାରଙ୍କ ନ୍ୟୁ ଡେଷ୍ଟିନେସନ୍‌ ପଲିସି ଅନୁଯାୟୀ ଭୁବନେଶ୍ବରରୁ ଗୋଆକୁ ବିମାନ ଚଳାଚଳ କରିବ । ଏହି ନୂତନ ବିମାନ ସେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରଶଂସା କରିଛନ୍ତି ।

ଘରୋଇ ବିମାନ କମ୍ପୀନି ‘ଇଣ୍ଡିଗୋ’ରେ ଭୁବନେଶ୍ବରରୁ ବିମାନଯାତ୍ରୀମାନେ ଗୋଆ ଯାଇପାରିବେ । ପୁଣି ଗୋଆରୁ ଇଣ୍ଡିଗୋର ବିମାନରେ ଭୁବନେଶ୍ବର ଫେରିପାରିବେ । କେନ୍ଦ୍ର ସହାୟତାରେ ରାଜ୍ୟ ସରକାର ବିକଶିତ ଓଡ଼ିଶାକୁ ଦୃଷ୍ଟିରେ ରଖି ଦେଶର ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ସ୍ଥାନକୁ ବିମାନ ଚଳାଇବା ପାଇଁ ପଦକ୍ଷେପ ନେଇଛନ୍ତି । ଗୋଆକୁ ବିମାନ ଚଳାଚଳ କରିବା ଦ୍ବାରା ଉଭୟ ଓଡ଼ିଶା ଓ ଗୋଆର ପର୍ଯ୍ୟଟନ ଓ ବ୍ୟବସାୟ ଶିଳ୍ପ ବିକାଶରେ ସହାୟକ ହେବ ।

Post Views: 40
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In