• About Us
  • Contact Us
Wednesday, April 29, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲରେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ

by Voice of Victims
March 30, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲରେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ

ଭୁବନେଶ୍ବର: ଉତ୍କଳ ବିଶ୍ୱବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଧୁସୂଦନ ହଷ୍ଟେଲରେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । ମୃତ ଛାତ୍ର ଜଣକ ଫିଲୋସଫି ବିଭାଗର ଦ୍ୱିତୀୟ ବର୍ଷର ଛାତ୍ର ତାପସ ରଞ୍ଜନ ନାୟକ ବୋଲି ଜଣାପଡିଛି ।

ତେବେ ଛାତ୍ରଙ୍କର କେମିତି ମୃତ୍ୟୁ ହେଲା ତାର କାରଣ ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଥିବାବେଳେ, ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲକୁ ପଠାଯାଇବା ସହ ତଦନ୍ତ ଆରମ୍ଭ କରିଛି ।

ତେବେ ଶନିବାର ରାତିରେ ଛାତ୍ର ତାପସ ରଞ୍ଜନ ନାୟକ ସୁସ୍ଥ ଥିଲେ, ଏବଂ ସାଙ୍ଗ ମାନଙ୍କ ସହ କଥା ହୋଇଥିଲେ ବୋଲି ତାଙ୍କର ସହପାଠୀମାନେ କହିଛନ୍ତି ।

Post Views: 83
Share198Tweet124Send
Voice of Victims

Voice of Victims

Recent Posts

  • ପଞ୍ଚାୟତ ନିର୍ବାଚନରେ କୌଣସି ମେଣ୍ଟ ହେବନି: ଭକ୍ତ ଦାସ
  • କଣ୍ଟା ଉପରେ ଗଡ଼ି ମନୋକାମନା ପୂରଣ ପାଇଁ ପ୍ରାର୍ଥନା, ବଜ୍ରକୋଟରେ ଭକ୍ତିର ଲହର, ମେରୁ ଉତ୍ସବରେ କଣ୍ଟା ଉପରେ ଗଡ଼ିଲେ ଭଗତା, ଦେଖିବାକୁ ଭକ୍ତମାନଙ୍କ ଭିଡ଼
  • ଗ୍ୟାଙ୍ଗଟକ୍ ଯୁବପିଢିଙ୍କ ସହିତ ଫୁଟବଲ ଖେଳିଲେ ପ୍ରଧାନମନ୍ତ୍ରୀ ମୋଦି, ସୋସିଆଲ ମିଡିଆରେ ଫଟୋ କଲେ ପୋଷ୍ଟ
  • ଶୁଣିଲାନି ବ୍ୟାଙ୍କ, ଭଉଣୀର କଙ୍କାଳ ଧରି ବ୍ୟାଙ୍କରେ ପହଁଚିଲେ ଭାଇ
  • ଖୁବଶୀଘ୍ର ହିଟୱେଭ୍ ସେଣ୍ଟର ଖୋଲିବେ ରାଜ୍ୟ ସରକାର, ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In