• About Us
  • Contact Us
Sunday, March 8, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ନବୀନ ପଟ୍ଟନାୟକ ସାମ୍ନାକୁ ଆସନ୍ତୁ, ଅଧିକ ଦ୍ବନ୍ଦ୍ବ ନ ବଢାଇ ସ୍ପଷ୍ଟୀକରଣ ଦିଅନ୍ତୁ: ପ୍ରଫୁଲ୍ଲ ଘଡ଼େଇ

by Voice of Victims
April 7, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ନବୀନ ପଟ୍ଟନାୟକ ସାମ୍ନାକୁ ଆସନ୍ତୁ, ଅଧିକ ଦ୍ବନ୍ଦ୍ବ ନ ବଢାଇ ସ୍ପଷ୍ଟୀକରଣ ଦିଅନ୍ତୁ: ପ୍ରଫୁଲ୍ଲ ଘଡ଼େଇ

ଭୁବନେଶ୍ବର: ରାଜ୍ୟସଭାରେ ୱକଫ୍ ବିଲ୍‌ ସମର୍ଥନରେ ବିଜେଡିର କେତେକ ସାଂସଦ ଭୋଟ୍ ଦେବା ପରେ ଏହାକୁ ବିଭିନ୍ନ ମହଲରେ ସମାଲୋଚନା କରାଯାଉଛି। ଜଣକ ପରେ ଜଣେ ବିଜେଡି ନେତା ମୁଁ ଖୋଲି ବିସ୍ଫୋରକ ବୟାନ ଦେଉଛନ୍ତି।

ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ଘଡ଼େଇ ସିଧାସଳଖ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ରାଜ୍ୟସଭାରେ ୱକଫ୍ ବିଲ୍‌ ସମର୍ଥନରେ ବିଜେଡିର ନିଷ୍ପତ୍ତି କାହିଁକି ବଦଳିଲା, ଏନେଇ ନବୀନ ପଟ୍ଟନାୟକ ମୁହଁ ଖୋଲନ୍ତୁ। ଅଧିକ ଦ୍ବନ୍ଦ୍ବ ନ ବଢାଇ ସ୍ପଷ୍ଟୀକରଣ ଦିଅନ୍ତୁ। ନବୀନ ପଟ୍ଟନାୟକ ସବୁ କଥା ଜାଣିଛନ୍ତି। ସସ୍ମିତ ପାତ୍ର କାହିଁକି ଏଭଳି କଲେ, ତାହା ନବୀନ କହିପାରିବେ। ଏଣୁ ନବୀନ ଦଳ ଲୋକଙ୍କୁ ଓ ରାଜ୍ୟବାସୀଙ୍କୁ ଜଣାଇବା ଉଚିତ। କେଉଁ ପରିପ୍ରେକ୍ଷୀରେ ନିଷ୍ପତ୍ତି ବଦଳିଲା ବିଜେଡିକୁ ନେଇ ଅବିଶ୍ବାସର ବାତାବରଣ ସୃଷ୍ଟି ହୋଇଛି। ବିଜେଡିରେ ଏକ ବିଚିତ୍ର ସ୍ଥିତି ଉପୁଜିଛି। ପ୍ରକୃତ ଚିତ୍ର କଣ ତାହା ସ୍ପଷ୍ଟ ହେବା ଦରକାର।

ଆଜି ଏନେଇ ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ଘଡ଼େଇ ସିଧାସଳଖ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ରାଜ୍ୟସଭାରେ ୱକଫ୍ ବିଲ୍‌ ସମର୍ଥନରେ ବିଜେଡିର ନିଷ୍ପତ୍ତି କାହିଁକି ବଦଳିଲା, ଏନେଇ ନବୀନ ପଟ୍ଟନାୟକ ମୁହଁ ଖୋଲନ୍ତୁ। ଅଧିକ ଦ୍ବନ୍ଦ୍ବ ନ ବଢାଇ ସ୍ପଷ୍ଟୀକରଣ ଦିଅନ୍ତୁ। ନବୀନ ପଟ୍ଟନାୟକ ସବୁ କଥା ଜାଣିଛନ୍ତି। ସସ୍ମିତ ପାତ୍ର କାହିଁକି ଏଭଳି କଲେ, ତାହା ନବୀନ କହିପାରିବେ। ଏଣୁ ନବୀନ ଦଳ ଲୋକଙ୍କୁ ଓ ରାଜ୍ୟବାସୀଙ୍କୁ ଜଣାଇବା ଉଚିତ। କେଉଁ ପରିପ୍ରେକ୍ଷୀରେ ନିଷ୍ପତ୍ତି ବଦଳିଲା ବିଜେଡିକୁ ନେଇ ଅବିଶ୍ବାସର ବାତାବରଣ ସୃଷ୍ଟି ହୋଇଛି। ବିଜେଡିରେ ଏକ ବିଚିତ୍ର ସ୍ଥିତି ଉପୁଜିଛି। ପ୍ରକୃତ ଚିତ୍ର କଣ ତାହା ସ୍ପଷ୍ଟ ହେବା ଦରକାର।

ପୂର୍ବରୁ ବଦ୍ରି ପାତ୍ର, ପ୍ରଭାତ ତ୍ରିପାଠୀ, ଦେବାଶିଷ ସାମନ୍ତରାୟ,ପ୍ରସନ୍ନ ଆଚାର୍ଯ୍ୟ ଓ ଗଣେଶ୍ବର ବେହେରାଙ୍କ ଭଳି ବରିଷ୍ଠ ନେତାମାନେ ବିସ୍ଫୋରକ ବୟାନ ଦେଇସାରିଛନ୍ତି।

Post Views: 65
Share197Tweet123Send
Voice of Victims

Voice of Victims

Recent Posts

  • ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବନି ଇରାନ, ରାଷ୍ଟ୍ରପତି ମାସୌଦ ପେଜେଶ୍କିଆନ ମାଗିଲେ କ୍ଷମା
  • ସୁଭଦ୍ରାକୁ ନେଇ ବଡ଼ ଅପଡେଟ୍‌, ଆସନ୍ତାକାଲି ଅନ୍ତର୍ଜାତୀୟ ମହିଳା ଦିବସରେ ଖାତାକୁ ଆସିବ ୫ ହଜାର ଟଙ୍କା
  • ପୋକ୍ସୋ ଆଇନରେ ଓଡ଼ିଶା ହାଇକୋର୍ଟଙ୍କ ବଡ଼ ରାୟ, ନାବାଳିକାକୁ ପୋଷାକ ଉପରୁ ସ୍ପର୍ଶ ମଧ୍ୟ ଯୌନ ନିର୍ଯାତନା
  • ରାଜ୍ୟସଭା ନିର୍ବାଚନ ପୂର୍ବରୁ ଦିଲ୍ଲୀରେ ଗୁରୁତ୍ୱପୂର୍ଣ୍ଣ ବୈଠକ, ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ଭେଟିଲେ ଡାକ୍ତର ଦତ୍ତେଶ୍ୱର ହୋତା
  • ରାଜସ୍ଥାନ ସକିରରେ ଭୂକମ୍ପ ଝଟକା, ଭୟରେ ଘରୁ ବାହାରି ଦୌଡିଲେ ଲୋକ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In