• About Us
  • Contact Us
Wednesday, April 29, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

୧୭ ରେ ଓଡ଼ିଶା ଆସିବେ ନୀତୀନ ଗଡ଼କରି, ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ

by Voice of Victims
April 15, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
୧୭ ରେ ଓଡ଼ିଶା ଆସିବେ ନୀତୀନ ଗଡ଼କରି, ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ

ଭୁବନେଶ୍ବର: ଓଡ଼ିଶା ଆସୁଛନ୍ତି ନୀତୀନ ଗଡ଼କରି । ୧୭ ତାରିଖରେ ଓଡ଼ିଶା ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ। କଟକରେ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ହେବାକୁ ଥିବା ହରେକୃଷ୍ଣ ମହାତବ ଜୟନ୍ତୀ ଉତ୍ସବରେ ଯୋଗ ଦେବେ। ପରେ NHAI ପ୍ରକଳ୍ପର ସମୀକ୍ଷା କରିବେ। ଭୁବନେଶ୍ବରରେ ଆୟୋଜିତ ଏକ ସାଧାରଣ ସଭାରେ ଜାତୀୟ ରାଜପଥକୁ ନେଇ ବଡ ଘୋଷଣା କରିପାରନ୍ତି ଗଡ଼କରୀ । 

ଏହା ସହ ୫ହଜାର କୋଟି ଟଙ୍କାର ୧୬ଟି ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ ବୋଲି ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।

Post Views: 58
Share199Tweet125Send
Voice of Victims

Voice of Victims

Recent Posts

  • ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ୭୦ ପ୍ଲାଟୁନ ଫୋର୍ସ ହେବେ ମୁତୟନ
  • ଇଭିଏମ୍ ଟ୍ୟାମ୍ପରିଂ ହୋଇଥିଲେ, ପୁଣିଥରେ ହେବ ମତଦାନ
  • କେନ୍ଦୁଝରରେ ଇ-ବସ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ଆଇପିଏସ ଅଜୟ ପାଲ ଶର୍ମାଙ୍କୁ କଲିକତା ହାଇକୋର୍ଟରୁ ଆଶ୍ବସ୍ତି, ସୁପ୍ରିମକୋର୍ଟରେ ପିଆଇଏଲ ଦାଖଲ
  • ବଦଳିଲା ପାନ୍ କାର୍ଡ ନିୟମ ; ନମାନିଲେ ଦେବେ ୧୦ ହଜାର ଜରିମାନା!

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In